ତାଜା ଖବର ରାଜ୍ୟ Forest Clearance For Puri International Airport: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି April 4, 2026 Nirvay ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି । ଶ୍ରୀ ଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍-୧ ଅନୁମୋଦନ ମିଳିଛି । ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ଯେ ପୁରୀ…