ତାଜା ଖବର ରାଜ୍ୟ Ananda Bajara, Patitapabana & Nilachakra Logo granted trademark Registration June 10, 2026 Nirvay The India Intellectual Property (IP) Office has approved trademark registration for two words and one logo associated with Shree Jagannatha Temple, Puri. The Shree Jagannath Temple Administration (SJTA) had filed…
ତାଜା ଖବର ରାଜ୍ୟ Ratna Bhandar Inventory: ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି April 11, 2026 Nirvay ଆଜି ଶେଷ ହୋଇପାରେ ବାହାର ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା । ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହେବ ଭିତର ରତ୍ନଭଣ୍ଡାର ଗଣତିମଣତି । ତେବେ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତିରେ ପାଇଁ ଗଣତି ମଣତି ବନ୍ଦ ରହିବ ।…
ରାଜ୍ୟ President Murmu In Puri: ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ February 4, 2026 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୂରିଗସ୍ତ କରିଥିବାବେଳେ ଆଜି ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବା ସହ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ଥିବାରୁ ସକାଳ ୬ଟାରୁ ଦିନ ୧୦ଟା ଯାଏ ସାଧାରଣ ଦର୍ଶନ ବନ୍ଦ…
ତାଜା ଖବର ରାଜ୍ୟ President Murmu In Odisha: ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ February 2, 2026 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସଂଧ୍ୟା ୬ଟା ୪୦ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ତାଙ୍କ ଗସ୍ତ ସମୟରେ ଭୁବନେଶ୍ୱର, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର ଏବଂ…
ବ୍ୟବସାୟ Panchuka Brata in Srimandir: ପଞ୍ଚୁକ ସମୟରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଭକ୍ତ October 30, 2025 Nirvay ପଞ୍ଚୁକ ଉପଲକ୍ଷେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସିବେ ।ଭକ୍ତଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ଵତନ୍ତ୍ର ଦର୍ଶନ ବ୍ୟବସ୍ଥା କରିଛନ୍ତି ଜିଲ୍ଲା ପ୍ରଶାସନ । କେବଳ ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ…
ରାଜ୍ୟ ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି May 23, 2025 Nirvay ବଢ଼ିବ ଶ୍ରୀମନ୍ଦିରର ସୁରକ୍ଷା । ଏଣିକି ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି । ଏନେଇ ପୋଲିସ ବିଭାଗ ସହ ଆଇନ ବିଭାଗ ଆଲୋଚନା କରିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଟେକ୍ନୋଲୋଜି ଲାଗିଲେ ଡ୍ରୋନ ଉଡ଼ି ପାରିବନି…
ତାଜା ଖବର ରାଜ୍ୟ ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ May 17, 2025 Nirvay ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…
ଦେଶ ରାଜ୍ୟ ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା May 17, 2025 Nirvay ପୁଣି ଇସ୍କନର ମନମାନି । ଇସ୍କନ ପକ୍ଷରୁ ପୁଣିଥରେ ନିୟମର ଉଲ୍ଲଘଂନ କରାଯାଇ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଉଛି । ଆସନ୍ତାକାଲି ଇସ୍କନ ଲଣ୍ଡନରେ ଅଦିନିଆ ରଥଯାତ୍ରା ଆୟୋଜନ କରିବାଜୁ ଯାଉଛି । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ…
ଦେଶ ରାଜ୍ୟ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ May 6, 2025 Nirvay ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…
ରାଜ୍ୟ ବଳକା ଦାରୁରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ ହେବା କଥା ମିଛ ବୋଲି କହିଛନ୍ତି ଆଇନମନ୍ତ୍ରୀ May 5, 2025 Nirvay ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।…