ତାଜା ଖବର ରାଜ୍ୟ Puri-Koraput Triweekly Express: ପୁରୀ–କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ନିୟମିତ ଚଳାଚଳ July 7, 2026 Papirani ଓଡ଼ିଶାରେ ରେଳ ସଂଯୋଗକୁ ଆହୁରି ସୁଦୃଢ଼ କରିବା ଦିଗରେ ଭାରତୀୟ ରେଳପଥ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଗତ ୦୬ ଜୁଲାଇ ୨୦୨୬ ତାରିଖରେ ପୁରୀ ରେଳ ଷ୍ଟେସନରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର…