Tag: Puri Ratha Yatra

ଦକ୍ଷିଣ ମୋଡ଼ ନେଲା ୩ ରଥ

ପାଖେଇଆସୁଛି ବାହୁଡ଼ା ଯାତ୍ରା ।ହେରାପଞ୍ଚମୀ ନୀତି ପରେ ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଆଜି ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥକୁ ଦକ୍ଷିଣମୋଡ଼ କରାଯାଇଥିବା। ଏହାପରେ ବଡ଼ ଠାକୁରଙ୍କ…

ରଥଯାତ୍ରାର ଆଜି ଦ୍ବିତୀୟ ଦିନ, ପୁଣି ଆଜି ଆରମ୍ଭ ହେବ ରଥଟଣା

ରଥଯାତ୍ରାର ଆଜି ଦ୍ବିତୀୟ ଦିନ । ଅଧାବାଟରେ ଅଟକିଛି ଶ୍ରୀବିଗ୍ରହଙ୍କ ତିନିରଥ । ମରିଚିକୋଟ ଛକରେ ଅଟକିଛି ତାଳଧ୍ବଜ ରଥ । ରାଜନଅର ନିକଟରେ ଅଟକିଛି ଦର୍ପଦଳନ ରଥ ଓ ସିଂହଦ୍ବାରର ୨ ପାଦ ଆଗରେ ନନ୍ଦିଘୋଷ ରଥ । ଆଜି…

ରଥଯାତ୍ରାରେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି ଭିଆଇପି

ରଥଯାତ୍ରା ଦିନ କୌଣସି ଭିଆଇପି ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ…

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।…

ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ

ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।ବୈଠକରେ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ଅନୁମୋଦନ…

ରଥଯାତ୍ରା ପାଇଁ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍। କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ…