ତାଜା ଖବର ରାଜ୍ୟ Dhadi Darshan Soon at Srimandir: ଶ୍ରୀମନ୍ଦିରରେ ଖୁବ୍ ଶୀଘ୍ର ଆରମ୍ଭ ହେବ ଧାଡ଼ି ଦର୍ଶନ: ସ୍ଥିତି ସମୀକ୍ଷା କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ October 28, 2026 Papirani ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନକୁ ଅଧିକ ସୁଗମ ଏବଂ ଶୃଙ୍ଖଳିତ କରିବା ପାଇଁ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିରରେ ଖୁବ୍ ଶୀଘ୍ର ସ୍ୱତନ୍ତ୍ର ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବାକୁ ଯାଉଥିବାବେଳେ ଏହାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସ୍ଥିତି…