ରାଜ୍ୟ Ratha Katha Anukula Performed: ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥକାଠ January 23, 2026 Nirvay ଆଜି ପବିତ୍ର ଶ୍ରୀପଞ୍ଚମୀରେ ରଥ କାଠ ଅନୁକୂଳ ହୋଇଛି । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୬ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଅନୁସାରେ, ଶ୍ରୀମନ୍ଦିର…