Tag: Puri

ପୁରୀରେ ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଜଗନ୍ନାଥ ସଂସ୍କୃତି ଗବେଷଣା କେନ୍ଦ୍ର

ଲୀଳାମୟ ପ୍ରଭୁଙ୍କ ନବଦିନ ବ୍ୟାପୀ ଘୋଷଯାତ୍ରା ଜାରି ରହିଛି। ଠାକୁର ବାହୁଡିବା ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି। ସେବକ, ସେବାୟତ, କର୍ମଚାରୀ, ଅଧିକାରୀ ଏହି ବାହୁଡା ଯାତ୍ରାକୁ ସୁନ୍ଦର ସାବଲୀଳ କରିବା ପାଇଁ ସମସ୍ତେ ନିଜ ନିଜ କର୍ତ୍ତବ୍ୟ ସମର୍ପଣ ଭାବ ନେଇ…

ପୁରୀ ହେବ ମହାନଗର ନିଗମ

ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ନେଇ ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି ।କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି…

ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ

ପୁରୀର ମଙ୍ଗଳାଘାଟ ଠାରେ ଆୟୋଜିତ ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପଦ୍ମଵିଭୂଷଣ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ । ଏହି ଅବସରରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସଂସ୍କୃତି…

ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ

କିଛିଦିନ ତଳେ ଅନୁମତି ମିଳିଥିଲା ପୁରୀ ବିମାନ ବନ୍ଦରକୁ ଝଟକା । ପୁରୀରେ ହୋଇ ନ ପାରେ ବିମାନ ବନ୍ଦର । ଏ ନେଇ ଆପତ୍ତି ଉଠାଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ।ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି…

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…

ପୁରୀରେ ପରିଶ୍ରା ପାଇଁ ୫୦ ଟଙ୍କା, ଶୌଚ ପାଇଁ ୮୦ ଟଙ୍କା

ପୁରୀ ରଥଯାତ୍ରା ସମୟରେ ‘ସ୍ୱଚ୍ଛ ଓଡ଼ିଶା, ବିକଶିତ ଓଡ଼ିଶା’ ଅଭିଯାନରେ ଶ୍ରଦ୍ଧାଳୁ ଏବଂ ଭକ୍ତଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଉଠା ଶୌଚାଳୟ କରିଛନ୍ତି ରାଜ୍ୟ ସରକାର । ପୁରୀରେ ଉଠା ଟଏଲେଟ ପକେଇ ସେଥିରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋଟୋ…

ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…

ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ

ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ଶରଧାବାଲିରେ ଦଳାଚକଟା ଘଟଣା; ନବୀନଙ୍କ ଉଦ୍‌ବେଗ

ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆ ଏକ୍ସରେ କହିଛନ୍ତି ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା ଘଟଣାରେ…