ତାଜା ଖବର ରାଜନୀତି ରାଜ୍ୟ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: କୌଣସି ପଦକ୍ଷେପ ପୂର୍ବରୁ ମୋ ପରାମର୍ଶ ନେବା ଉଚିତ: ଶଙ୍କରାଚାର୍ଯ୍ୟ July 6, 2024 Papi Jena ରତ୍ନ ଭଣ୍ଡାର ଖୋଲିବା ନେଇ ବଡ ବୟାନ ଦେଇଛନ୍ତି ପୁରୀ ଶଙ୍କରାଚାର୍ୟ୍ୟ ଦେଇଛନ୍ତି। ଶଙ୍କରାଚାର୍ଯ୍ୟ କହିଛନ୍ତି, ‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ କରିଵା ଉଚିତ। କିନ୍ତୁ ,ମୋର ଉପସ୍ଥିତରେ ମିଟିଙ୍ଗ ହେଉନାହିଁ,…
ତାଜା ଖବର ରାଜନୀତି ରାଜ୍ୟ ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ July 6, 2024 Papi Jena ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ହାତରେ…
ରାଜ୍ୟ ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା! July 5, 2024 Nirvay ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…
ରାଜ୍ୟ ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି July 4, 2024 Nirvay ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…
ତାଜା ଖବର ଦେଶ ରାଜ୍ୟ ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ July 4, 2024 Papi Jena ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୃଙ୍ଖଳିତ ଓ ସୁପରିଚାଳନା ନିମନ୍ତେ ଡିଜିପିଙ୍କ ବୈଠକ । ଟାଉନ୍ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧୂକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି…
ତାଜା ଖବର ରାଜ୍ୟ ଆଜି ଅଣସରର ତ୍ରୟୋଦଶୀ ତିଥିରେ ଲାଗି ହେବ ଘଣା ଓ ଖଳି ପ୍ରସାଦ July 4, 2024 Papi Jena ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗତକାଲି ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଥିଲେ ସେବାୟତ। ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ…
ରାଜ୍ୟ ୮ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ July 3, 2024 Nirvay ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେଟ୍ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଜାଣନ୍ତୁ କଣ କହିଲେ ଗଜପତି ମହାରାଜା July 3, 2024 Papi Jena ସାରା ଦେଶରେ ରତ୍ନଭଣ୍ଡାର ଖୋଲିବନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର । ମରାମତି ନିହାତି…
ରାଜ୍ୟ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗ: ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି July 3, 2024 Nirvay ଚଳିତ ବର୍ଷ ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଷ୍ଟଲ ଲାଗିବା ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ ।…
ରାଜ୍ୟ ସୁସ୍ଥ ହେଲେ ଶ୍ରୀଜୀଉ: ଚାଲିଛି ରାଜପ୍ରାସାଦ ବିଜେ ନୀତି July 3, 2024 Nirvay ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ସେବାୟତମାନେ ରାଜପ୍ରାସାଦରେ ପହଞ୍ଚିଲେ। ଶ୍ରୀଜିଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇବେ ସେବାୟତ । ଦଇତାପତି ସେବକମାନେ ଏକ…