Tag: Puri

ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…

୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା!

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…

ରଥଯାତ୍ରା ପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ୯୦ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…

ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ତାରିଖ ହେବ ଘୋଷଣା: ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା | ଏହି ଅବସରରେ ପୁରୀ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ ରେ ରାଷ୍ଟ୍ରପତି ପୁରୀ ଗସ୍ତରେ ଆସି ୯ ତାରିଖ ପର୍ଯ୍ୟନ୍ତ ପୁରୀ ଓ ଭୁବନେଶ୍ୱରରେ…

ରଥଯାତ୍ରା ପରିଚାଳନା ପାଇଁ ଆଜି ହୋଇଛି ଦ୍ୱିତୀୟ ସମନ୍ୱୟ କମିଟି ବୈଠକ

୧୯୭୧ ରଥଯାତ୍ରା ଆଇନ ଅନୁଯାୟୀ ଚଳିତବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଇଥିବା ବେଳେ ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରୟାସ କରାଯାଉଛି । ଆଜି ଏନେଇ ଆଇନମନ୍ତ୍ରୀ ପୃଥ୍ୱୀବରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ରାଜୁଆ ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ନଦୀରେ ମରି ଭାସୁଛନ୍ତି କୁଢ଼ କୁଢ଼ ମାଛ।ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ପ୍ରବାହିତ ହେଉଥିବା ରାଜୁଆ ନଦୀରେ ଦେଖିବାକୁ ମିଳିଛି ମାଛ ମଡ଼କ । ଦୂଷିତ ପାଣି ଯୋଗୁଁ ମାଛ ମରୁଥିବା ଅନୁମାନ କରାଯାଉଛି । କୁହାଯାଉଛି କି ଭୁବନେଶ୍ବର ଓ…