Tag: Puri

ପୁରୀରେ ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍; ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ

ଆଜି ସକାଳୁ ସକାଳୁ ପୁରୀରେ ଦେଖିବାକୁ ମିଳିଛି ଅଘଟଣ। ପ୍ରଥମେ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୁରୁଣା ବ୍ୟାରିକେଡରେ ନିଆଁ ଲାଗିଥିବା ବେଳେ ଏବେ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍‌ । ପୁରୀର ମାଳତିପାଟପୁର ବସ୍‌ ଷ୍ଟାଣ୍ଡ ନିକଟରେ…

ପୁରୀରେ ଜଳିଗଲା ପୁରୁଣା ବ୍ୟାରିକେଡ୍‌

ପୁରୀରେ ମହଜୁଦ୍‌ ଥିବା ପୁରୁଣା ବ୍ୟାରିକେଡ୍‌ରେ ଲାଗିଲା ନିଆଁ ।ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୁରୁଣା ବ୍ୟାରିକେଡରେ ଲାଗିଲା ନିଆଁ । ଲୁହା ଓ ପ୍ଳାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ ରେ ନିଆଁ ଲାଗିବାରୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା।…

ସ୍ନାନ ପୂର୍ଣ୍ଣିମା ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି । ଏଏସଆଇ ଫାଇଲ କରିଥିବା ଏଫିଡେବିଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ନାନ ପୂର୍ଣ୍ଣିମା ଭିତରେ ସରିବ ବୋଲି କୁହାଯାଇଛି । ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ କାମ ହୋଇଥିବାବେଳେ ପରେ ପଥର ମରାମତି…

ଆସନ୍ତା ୪ ଓ ୫ରେ ପ୍ରଶିକ୍ଷଣ ନେବେ ପାଳିଆ ସେବାୟତ

ପ୍ରଶିକ୍ଷଣ ନେବେ ଶ୍ରୀମନ୍ଦିରର ପାଳିଆ ସେବାୟତ । ଶ୍ରୀଜିଉଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକଙ୍କ ପାଇଁ ହେବ ପ୍ରଶିକ୍ଷଣ । ଏପ୍ରିଲ ୪ ଓ ୫ ତାରିଖ ଦୁଇଦିନ ଧରି ଦିନ ଧରି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ । ଦିନ…

କାଲିଠୁ ୪ ଦିନ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

କାଲିଠୁ ୪ ଦିନ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ।କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ। ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ ରଖାଯିବ। ଏହା ସହ ଜଗନ୍ନାଥ…

ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଏପ୍ରିଲ ୯ ଓ ୧୧ରେ ଜନ ଶୁଣାଣି

ଆଉ ପାଦେ ଆଗେଇଲା ପୁରୀର ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରକଳ୍ପ । ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ବ୍ରହ୍ମଗିରି ତହସିଲ ଅଧୀନରେ ଥିବା ସିପସରୁବାଲି ଏବଂ ଷଣ୍ଢପୁର ଅଞ୍ଚଳରେ ଓଡ଼ିଶା ସରକାର ଜମି ଅଧିଗ୍ରହଣ କରିବାକୁ ଯାଉଛନ୍ତି । ଏହି…

ପୁରୀରେ ହେବ ଅନ୍ତର୍ଜାତୀୟ ବିମାନବନ୍ଦର

ପୁରୀରେ ଖୁବଶୀଘ୍ର ହେବ ଅନ୍ତର୍ଜାତୀୟ ବିମାନ ବନ୍ଦର । ଏ ନେଇ ଆଜି ବିଧାନସଭା ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଅଳ୍ପ ଦିନ ମଧ୍ୟରେ ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଯ୍ୟ ବିଭାଗ…

ପୂଜା ସାମଗ୍ରୀ ନାଁରେ ଚାଲିଥିଲା ବେଆଇନ ବାଣ ଗୋଦାମ; ଚଢ଼ାଉ କଲା ପୋଲିସ୍

ପୁରୀରେ ବିପୁଳ ବାଣ ଜବତ। ପୂଜା ସାମଗ୍ରୀ ନାଁରେ ଚାଲିଥିଲା ବେଆଇନ ବାଣ ଗୋଦାମ । ପୁରୀ ନବକଳେବର ରୋଡ୍‌ରେ ବଡ଼ ଧରଣର ବେଆଇନ ବାଣ ଗୋଦାମରେ ଚଢାଉ କରାଯାଉଛି। ଏକ ପୂଜା ସାମଗ୍ରୀ ଗୋଦାମରେ ଏହି ରେଡ୍ ହୋଇଥିବା ଜଣାପଡ଼ିଥିବା…

ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରମାକାନ୍ତ ରଥଙ୍କ ହେଲା ଶେଷକୃତ୍ୟ

ପଞ୍ଚଭୂତରେ ଲୀନ ହେଲେ ରମାକାନ୍ତ ରଥ । ପୁରୀ ସ୍ଵର୍ଗଦ୍ଵାରରେ ସମ୍ପନ୍ନ ହେଲା ଶେଷକୃତ୍ୟ। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରମାକାନ୍ତଙ୍କୁ ମୁଖାଗ୍ନି ଦେଲେ ପୁଅ ପିନାକୀ ରଥ । ଏହି ସମୟରେ ବହୁ ବିଶିଷ୍ଟ ବ୍ୟକ୍ତି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ । ମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିବା ସହ ମହପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ବୁଲିଲେ ଗଜପତି ମହାରାଜ । ଗଜପତି ମହାରାଜଙ୍କ ସହ ଉପସ୍ଥିତ ଥିଲେ ଶ୍ରୀମନ୍ଦିର ମୁଖ୍ୟ…