ରାଜ୍ୟ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଦ୍ୱାରା ୧୦ଟି ବ୍ୟାଟେରୀଚାଳିତ ଯାନ ଶ୍ରୀମନ୍ଦିରକୁ ଦାନ November 14, 2024 Nirvay କେନ୍ଦ୍ର ନୂତନ ଏବଂ ନବୀକରଣଯୋଗ୍ଯ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୁରୁବାର ଦିନ ପୁରୀ ଠାରେ ୧୦ଟି ବ୍ୟାଟେରୀ ଚାଳିତ ଯାନର ଶୁଭାରମ୍ଭ କରିଛନ୍ତି ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ଦେଶର ସଫଳତା ଉପରେ ଆଲୋକପାତ କରିବା ପାଇଁ ଭୁବନେଶ୍ୱରରେ ଦୁଇ…
ରାଜ୍ୟ ପତିତପାବନଙ୍କ ମନ୍ଦିର ଓ ସିଂହାସନ ହେବ ରୂପା ଛାଉଣୀ November 14, 2024 Nirvay ଶ୍ରୀମନ୍ଦିର ସିଂହଦ୍ବାର ଦ୍ବାର ବନ୍ଧ ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ନୂଆବର୍ଷ ରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ ବୋଲି ଶ୍ରୀମନ୍ଦିର…
ତାଜା ଖବର ରାଜ୍ୟ ପଞ୍ଚୁକରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ November 11, 2024 Nirvay ନଭେମ୍ବର ୧୨ ରୁ ଆରମ୍ଭ ହେଉଥିବା ପଞ୍ଚୁକ ପର୍ବ ସମୟରେ ଭକ୍ତମାନେ ଯେପରି ନିରବଚ୍ଛିନ୍ନ ଦର୍ଶନ କରିପାରିବେ ତାହା ସୁନିଶ୍ଚିତ କରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ଯଥେଷ୍ଟ ସୁରକ୍ଷା ସତର୍କତା ଅବଲମ୍ବନ କରିଛି। ଭକ୍ତ ମାନେ କେବଳ ସିଂହ ଦ୍ୱାର…
ତାଜା ଖବର ରାଜ୍ୟ ଗୋ ନବରାତ୍ର ମହୋତ୍ସବ; ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ November 8, 2024 Papirani ପୁରୀରେ ଗୋ-ନବରାତ୍ର ମହୋତ୍ସବ ଅନୁଷ୍ଠିତ; ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି…
ତାଜା ଖବର ରାଜନୀତି ରାଜ୍ୟ ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି November 5, 2024 Papirani ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…
ତାଜା ଖବର ରାଜ୍ୟ ରାଜ୍ୟରୁ ଟଳିଲା ବାତ୍ୟା ବିପଦ; ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ October 25, 2024 Papirani ଓଡିଶା ଉପକୂଳରେ ଗୁରୁବାର ଧାମରା ଓ ଭିତରକନିକା ନିକଟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗରେ ପ୍ରବେଶ ପରେ ଦୁର୍ବଳ ହୋଇଗଲା ବାତ୍ୟା ‘ଦାନା’। ଏହାରି ମଧ୍ୟରେ ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା।…
ତାଜା ଖବର ରାଜ୍ୟ ଆସୁଛି ବାତ୍ୟା ଦାନା; ୨୩ ତାରିଖ ପୂର୍ବରୁ ପୁରୀ ଛାଡ଼ିବାକୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କୁ ଦିଆଗଲା ନିର୍ଦ୍ଦେଶ October 22, 2024 Papirani ଓଡ଼ିଶାରେ ମାଡ଼ ହେବ ସାମ୍ଭାବ୍ୟ ବାତ୍ୟା ‘ଦାନା’ । ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ତେଣୁ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କୁ ପୁରୀ ଛାଡ଼ିବାକୁ…
ତାଜା ଖବର ରାଜ୍ୟ ବ୍ରହ୍ମଗିରିରେ ପୋଲିସ ଉପସ୍ଥିତିରେ ୨ ଗୋଷ୍ଠୀ ଗଣ୍ଡଗୋଳ, ୪ ଆହତ October 21, 2024 Papirani ପୁରୀ ଜିଲ୍ଲା ବ୍ରହ୍ମଗିରିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ବ୍ରହ୍ମଗିରି ଥାନା ବଡଦିଆଣ୍ଡି ଗ୍ରାମରେ ବାତ୍ୟା ଆଶ୍ରୟସ୍ଥଳୀ ଶିଳାନ୍ୟାସକୁ କେନ୍ଦ୍ରକରି ପୋଲିସ ଉପସ୍ଥିତିରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇଗୋଷ୍ଠୀ ମଧ୍ୟରେ ଟେକା ପଥର ମାଡ଼ ସହ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା…
ତାଜା ଖବର ରାଜନୀତି ରାଜ୍ୟ ପୁରୀରେ ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 20, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ସମ୍ମୁଖରେ ସେବାୟତଙ୍କୁ ପ୍ରାଣାନ୍ତକ ଆକ୍ରମଣ October 18, 2024 Papirani ଶ୍ରୀମନ୍ଦିର ସମ୍ମୁଖରେ ସେବାୟତଙ୍କୁ ଆକ୍ରମଣ । ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିୟର ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ କରାଯାଇଛି । ମନ୍ଦିରର ପଶ୍ଚିମ ଦ୍ୱାର ନିକଟରେ ଜଣେ ଜଣେ ରାବିଡି ଦୋକାନୀ ତାଙ୍କୁ ଭୁଜାଲିରେ ହାଣି ଦେଇଥିବା…