Tag: Puri

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି । ସେ…

ଛାତ୍ରକୁ ସାପ କାମୁଡ଼ିବା ମାମଲାରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟତ୍ରୀ

ପୁରୀ ଜିଲ୍ଲା ପିପିଲି ବ୍ଲକ୍ ପୋପରଙ୍ଗ ବିଦ୍ୟାଳୟରେ ଛାତ୍ରଙ୍କୁ ନାଗ ସାପ କାମୁଡ଼ିବା ମାମଲାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଉକ୍ତ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷୟତ୍ରୀଙ୍କ ଉପରେ କାର୍ଯାନୁଷ୍ଠାନ ନେଇଛନ୍ତି ବିଇଓ ରବି ନାରାୟଣ ନନ୍ଦ…

ରଥଯାତ୍ରା ୨୦୨୫: ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥ କାଠ

ରଥ ନିର୍ମାଣ ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲା ବନାଞ୍ଚଳରୁ ପ୍ରଥମ ପର୍ଯ୍ୟାୟ ରଥକାଠ ତିନୋଟି ଟ୍ରକରେ ବାହାରି ଆଜି ପୁରୀରେ ପହଞ୍ଚିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ରଥ ନିର୍ମାଣ ପାଇଁ…

ଆରମ୍ଭ ହେଲା ପିଏମ୍ ଆବାସ ଯୋଜନା ସର୍ଭେ

ପିଏମ ଆବାସ ଯୋଜନା ପାଇଁ ଆଜିଠାରୁ ସର୍ଭେ ଆରମ୍ଭ । ପୁରୀ ଜିଲ୍ଲା ଅର୍ଜୁନସିଂହପୁର ଗ୍ରାମରୁ ଆରମ୍ଭ ହୋଇଯାଇଛି ପ୍ରଧାନମନ୍ତ୍ରୀ ଆବାସ ପାଇଁ ସର୍ଭେ। ପୁରୀରୁ ସର୍ଭେର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ପିଏମ୍‌ ଆବାସ ଯୋଜନାରୁ…

ଶ୍ରୀମନ୍ଦିର ପରିସରରେ ନିଷେଧ ହେଲା ମୋବାଇଲ; ପୋଷ୍ଟର ମାରିଲା ପୁରୀ ପୋଲିସ

ଗତକାଲି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଆଜି ପୁରୀ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ପରିସରରେ ମୋବାଇଲ ଫୋନକୁ ନିଷେଧ ନେଇ ପୁରୀ ପୋଲିସ ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି । ଏପରିକି ଏହି…

କଣାସରେ ବ୍ୟାପୁଛି ଛାଡାବାନ୍ତି, ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

ବିଷ ପାଲଟିଛି ପୁରୀ ଜିଲ୍ଲା, କଣାସ ଅଞ୍ଚଳର ଦୟାନଦୀ ଜଳ । ଝାଡାବାନ୍ତି ବ୍ୟାପି କଣାସ ଅଞ୍ଚଳର ୬ ପଞ୍ଚାୟତରେ ବ୍ୟାପିଛି ଝାଡ଼ାବାନ୍ତି । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସା ହେଉଛନ୍ତି…

ପୁଣି ଭାଇରାଲ ହେଲା ଗର୍ଭଗୃହ ଫଟୋ; ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଶ୍ରୀମନ୍ଦିର ସୁରକ୍ଷା ନେଇ ପୁଣି ଉଠିଲା ପ୍ରଶ୍ନ । ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି । ଗରୁଡ ସ୍ତମ୍ଭ ପାଖରୁ ଗର୍ଭ ଗୃହର…

ଓଡ଼ିଶାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନରେ କଲେ  ସିଙ୍ଗାପୁରର ରାଷ୍ଟ୍ରପତି ଓ ତାଙ୍କ ଧର୍ମପତ୍ନୀ

ଓଡ଼ିଶାର ପୁରୀ ଜିଲ୍ଲାର ହେରିଟେଜ ଭିଲେଜ ବା ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଥରମନ୍‌ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ । ଐତିହ୍ୟ ଗ୍ରାମ ରଘୁରାଜପୁର ଗସ୍ତରେ ଯାଇ ଓଡ଼ିଶା ପ୍ରସିଦ୍ଧ ପଟ୍ଟଚିତ୍ର ଏବଂ…

ନିଜର ସମ୍ପତ୍ତି ତାଲିକା ଦେବେ ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀ

କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ନିୟମକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ସବୁ ଅଧିକାରୀ ଓ କର୍ମଚାରୀଙ୍କ ଲାଗି ନିର୍ଦ୍ଦେଶାବଳୀ ଜାରି ହୋଇଛି । ମନ୍ଦିର କାର୍ଯ୍ୟର କ୍ରିୟାଶୀଳ ଏବଂ ଉତ୍ତରଦାୟୀ କରିବାକୁ ଏହି…

ଆଜିଠାରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

ଆଜିଠାରୁ ପୁଣି ଥରେ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ତେବେ ଆଜି ମାତ୍ର ଘଣ୍ଟେ କି ଦୁଇ ଘଣ୍ଟା କାମ ହେବାର ସମ୍ଭାବନା ରହିଛି । ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର…