Tag: Puri

ସୁନା ବେଶରେ ଦର୍ଶନ ଦେଉଛନ୍ତି ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତି

ସୁନା ଅଳଙ୍କାରରେ ସଜ୍ଜିତ ହେଲେ ତିନି ଠାକୁର । ରାଜରାଜେଶ୍ୱର ବେଶରେ ଦର୍ଶନ ଭ ଦେଉଛନ୍ତି ରଥାରୁଢ ଚତୁର୍ଦ୍ଧାମୂରତି। ଶ୍ରୀଅଙ୍ଗରେ ସୁଶୋଭିତ ହୋଇଛି ମହଣ ମହଣ ସୁନା। ଜଗାର ସୁନାବେଶ ଦେଖିବା ପାଇଁ ବଡ଼ଦାଣ୍ଡ ପାଲଟିଛି ଜନ ସମୁଦ୍ର । ଦିବ୍ୟ…

ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ବେଳେ ଶ୍ରୀମନ୍ଦିରକୁ ପ୍ରବେଶ ସହ ଦର୍ଶନ ମନା

ଗୁରୁବାର ପୁଣିଥରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁଭ ବେଳା ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ଭିତରେ ଖୋଲିବ ତାଲା । ସନ୍ଧ୍ୟା ସୁଦ୍ଧା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର…

ଆଜି ମହାପ୍ରଭୁଙ୍କ ସୁନାବେଶ; ସୁନାରେ ସଜେଇ ହେବେ ଶ୍ରୀଜିଉ

ଆଜି ରଥରେ ଶ୍ରୀଜିଉଙ୍କ ସୁନାବେଶ ପାଇଁ ଚଳଚଞ୍ଚଳ ହେଉଛି ବଡ଼ଦାଣ୍ଡ । ଆଜି ଆଷାଢ଼ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ। ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ଏଥିପାଇଁ…

୧୯୮୫ ମସିହାରେ ବି ଖୋଲା ଯାଇଥିଲା ରତ୍ନ ଭଣ୍ଡାର: ନିରଞ୍ଜନ ପଟ୍ଟନାୟକ

ମହାପ୍ରଭୁଙ୍କୁ ଲାଗି ପାଇଁ ଶ୍ରୀମନ୍ଦିର ଭିତରେ ଥିବା ରତ୍ନଭଣ୍ଡାରର ରହସ୍ୟ ଆଜି ବି ବିଶ୍ବର ଅଗଣତି ଭକ୍ତଙ୍କ ମନକୁ ଆନ୍ଦୋଳିତ କରୁଛି। ଦୀର୍ଘବର୍ଷ ପରେ ଚଳିତବର୍ଷ ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର କିନ୍ତୁ ଶେଷଥର କେବେ ଖୋଲା ଯାଇଥିଲା ତାହାକୁ ନେଇ ଦ୍ଵନ୍ଦ…

ରଥଯାତ୍ରାରେ ନୀତି ବିଭ୍ରାଟ ଅଭିଯୋଗ ଆଣିଲା କଂଗ୍ରେସ

ଚଳିତ ରଥଯାତ୍ରାରେ ନୀତିରେ ହୋଇଛି ନୀତି ବିଭ୍ରାଟ । ଏନେଇ ଅଭିଯୋଗ ଆଣିଲା କଂଗ୍ରେସ । କଂଗ୍ରେସ ପକ୍ଷରୁ କୁହାଯାଇଛି ନେତ୍ର ଉତ୍ସବର ନୀତିକାନ୍ତି ଠିକ ଭାବରେ କରାଯାଇନାହିଁ । ଠାକୁରଙ୍କୁ ଅଖିଆଅପିଆ ପହଣ୍ଡି ପାଇଁ ଅଣାଯାଇଛି । ସେନା ପଟା…

ସୁନାବେଶ ପାଇଁ ୧୯୦ ପ୍ଲାଟୁନ ଫୋର୍ସ ମୁତୟନ

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ହେବ ମହାପ୍ରଭୁଙ୍କ ସୁନାବେଶ । ସୁନାବେଶ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଉପରେ ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର । ସୁନାବେଶରେ ମୁତୟନ ହେବେ ୧୯୦ ପ୍ଲାଟୁନ ଫୋର୍ସ। ଏ ନେଇ ପୁରୀ ଏସ୍‌ପି ପିନାକ…

ରଥରେ ୨ ଅଧିକାରୀ ଚଢ଼ିବା ଘଟଣା: ପ୍ରମାଣ ଦେଲା ପ୍ରଶାସନ

ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥରେ ୨ ଅନଧିକୃତ ସରକାରୀ ଅଧିକାରୀ ରଥରେ ଚଢ଼ିଥିଲେ। ଏହି ଘଟଣାରେ ଏତଲା ହେବା ପରେ ଫଟୋ ଓ ଭିଡିଓ ଫୁଟେଜ୍‌ ସିଂହଦ୍ୱାର ଥାନାକୁ ହସ୍ତାନ୍ତର କରାଯାଇଛି। ପେନ୍ ଡ୍ରାଇଭରେ ପୋଲିସକୁ ଫୁଟେଜ୍ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।

୧୮ରେ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ରତ୍ନଭଣ୍ଡାର ଖୋଲୁଥିବାରୁ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇଛନ୍ତି । ସକାଳ ୯ଟା ପରେ…

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି । ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି…

ରତ୍ନଭଣ୍ଡାର ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକ । ପୁନର୍ବାର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ଆଲୋଚନା । ବୈଠକରେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ…