Tag: Puri

ଆଜିଠୁ ରତ୍ନଭଣ୍ଡାର ସର୍ଭେ ପାଇଁ ୩ଦିନ ଦର୍ଶନ ବନ୍ଦ

ଆଜିଠୁ ଆରମ୍ଭ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ । ଏହା ୩ ଦିନ ପର୍ଯ୍ୟନ୍ତ ଯଥା ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି । ଦିନ…

୨୧ରେ ପୁଣି ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୨୧ରେ ପୁଣି ରତ୍ନଭଣ୍ଡାର ଖୋଲାଯାଇ ୩ ଦିନ ପର୍ଯ୍ୟନ୍ତ ବୈଷୟିକ ସର୍ଭେ ହେବ। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବା ନେଇ ଜଣାପଡିଛି। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସର୍ବସାଧାରଣ…

ସେପ୍ଟେମ୍ବର ୨୪ ସୁଦ୍ଧା ସରିବ ରତ୍ନଭଣ୍ଡାର ସର୍ଭେ: ଏଏସ୍ଆଇଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠି ଅନୁସାରେ ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ…

ରାଜ୍ୟ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ- ମୋହନ

ଆଜି ରାଜ୍ୟରେ ମୋହନ ସରକାରକୁ ପୂର୍ତ୍ତିଲା ୧୦୦ ଦିନ । ଏହି ଅବସରରେ ରାଜ୍ୟବାସୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀ ଶରଧାବାଲିରେ ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ କରିଛି ବିଜେପି । ଶହେ ଦିନ ପୂର୍ତ୍ତି…

ପୁଅକୁ ଧରି ଭାର୍ଗବୀ ନଦୀକୁ ଡେଇଁଲେ ମା’

ପିପିଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛୋଟ ପୁଅକୁ ଧରି ଭାର୍ଗବୀ ନଦୀକୁ ଡେଇଁ ପଡ଼ିଲେ ମା’। ପିପିଲି ରାସ୍ତାର ହରିପୁରଠାରେ ଭାର୍ଗବୀକୁ ପୁଅକୁ ଧରି ମା’ ଡେଇଁ[ପଡ଼ିବା ପରେ ଉଭୟଙ୍କ ମୃତ୍ୟୁ ହୋଇଛି। ତେବେ ମା’-ପୁଅଙ୍କୁ ମୃତ ଅବସ୍ଥାରେ…

କଣାସରେ ବାର୍ଡ ଫ୍ଲୁ !

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ବିଭିନ୍ନ ବ୍ଲକ ଅଞ୍ଚଳ ପରେ ଏବେ କଣାସ ଅଞ୍ଚଳରେ ବାର୍ଡ ଫ୍ଲୁ ବ୍ୟାପିଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ସତ୍ୟାସତ୍ୟ ଜାଣିବା ପାଇଁ କୁକୁଡ଼ାଙ୍କ ଲାଳ ରକ୍ତ ନମୁନା ଭୋପାଳ ପରୀକ୍ଷାଗାରାକୁ…

ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ

ରାଜ୍ୟ ସରକାର ଅବକାରୀ ନୀତିରେ ପରିବର୍ତ୍ତନ ଆଣିଛନ୍ତି । ପୁରୀ ବେଳାଭୂମିରେ ମଦ କୁଡ଼ିଆ ଯୋଜନାରେ ମଦ କ୍ୟାବିନ ଖୋଲିବାକୁ ଥିବା ବେଳେ ଏଥିରେ ପରିବର୍ତ୍ତନ ହୋଇଛି । ଆଉ ମଦ କ୍ୟାବିନ୍‌ ଖୋଲିବନି ବୋଲି ନିଷ୍ପତ୍ତି ନିଆଯାଇଛି। ବେଳାଭୂମି ସହ…

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ

ରତ୍ନଭଣ୍ଡାର ଯାଞ୍ଚ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ ହେବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ କରାଯିବ ବୋଲି ଜଣାପଡିଛି। ରାତି ୨ଟାରୁ ଦ୍ବାରଫିଟା ନୀତି ହେବାକୁ ଥିବା ବେଳେ ରାତି…

ଶ୍ରୀମନ୍ଦିର ରୋଷଘର ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଶ୍ରୀମନ୍ଦିର ରୋଷଘରେ ଲୁହା କଢେଇରେ ରାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି। ଏହି ପ୍ରସଙ୍ଗରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି। ରୋଷଘର ପରିଦର୍ଶନ କରି କଢେଇ ଜବତ ସହ ରିପୋର୍ଟ ଦାଖଲ…

ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ତେଣୁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ…