Tag: Puri

ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ

ଆଜି ବଳଙ୍ଗା ପୀଡ଼ିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ । ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ପୀଡ଼ିତାଙ୍କ ଗାଁ ବାୟାବରର କବରସ୍ତାନରେ ଦିଆଗଲା କବର । ବାୟାବର ଗାଁରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ବଳଙ୍ଗା ପୀଡିତାଙ୍କ ବାପାଙ୍କ ବୟାନ୍: ମାନସିକ ଚାପ ଯୋଗୁଁ ଜୀବନ ହାରିଲା ମୋ ଝିଅ

ମାନସିକ ଚିନ୍ତା ଯୋଗୁଁ ଝିଅ ଜୀବନ ହାରିଥିବା କହିଛନ୍ତି ବଳଙ୍ଗା ପୀଡିତାଙ୍କ ବାପା । ସରକାର ଯାହା ସହଯୋଗ କରିବା କଥା କରିଛନ୍ତି । ଝିଅର ମୃତ୍ୟୁକୁ ନେଇ ରାଜନୀତି ନକରିବାକୁ ସେ ଅନୁରୋଧ କରିଛନ୍ତି । ଝିଅର ଆତ୍ମାର ଶାନ୍ତି…

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ କରିଛି ପୋଲିସ

ବଳଙ୍ଗା ଘଟଣାରେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି । ପୀଡିତାଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନଥିବା ସ୍ପଷ୍ଟ କରିଛି ଓଡ଼ିଶା ପୋଲିସ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର…

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ

ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାଙ୍କ ମୃତ୍ୟୁ ହୋଇଛି । ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ପୋଡ଼ିଯାଇଥିବା ଯୋଗୁଁ ତାଙ୍କୁ ପ୍ରଥମେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।…

ପିପିଲିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମ୍ବାଦିକ ଓ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମାଡ଼

ପୁରୀ ଜିଲ୍ଲା, ପିପିଲି ସିଫାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଖବର ସଂଗ୍ରହ ସମୟରେ ସାମ୍ବାଦିକ ଓ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମାଡ଼ ମାରିଛନ୍ତି ଦୁର୍ବୁତ୍ତ । ସାମ୍ବାଦିକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ଶିଖ ଅବଦୁଲ ଏବଂ…

ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ

ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଚଳିତ ମାସରେ ରତ୍ନଭଣ୍ଡାରର ସମସ୍ତ ଅଳଙ୍କାରର ଗଣତିମଣତି ହେବ । ସେଥିପାଇଁ ୨ ଜଣ ଏକ୍ସପର୍ଟ…

ଆଜି ସଂଧ୍ୟା ସୁଦ୍ଧା ଆସିବ ପୁରୀ ଦଳାଚକଟା ରିପୋର୍ଟ

ଜୁନ୍ ୨୯ ତାରିଖରେ ଗୁଣ୍ଡିଚା ମନ୍ଦିର ସାମ୍ନାରେ ହୋଇଥିବା ଦଳାଚକଟା ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଆସିବ। ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ ଉନ୍ନୟନ କମିଶନର ଗର୍ଗ । ଏ ନେଇ ସୂଚନା ଦେଲେ ଉନ୍ନୟନ କମିଶନର ଅନୁ ଗର୍ଗ ।…

ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କଲେ ଯୁବକ

ଶ୍ରୀମନ୍ଦିର ଭିତରକୁ ଚଷମାରେ ହିଡେନ୍ କ୍ୟାମେରା ନେଇ ଯିବା ବେଳେ ଧରାପଡିଲା ଯୁବକ । ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ମନ୍ଦିର ଭିତରକୁ ପ୍ରଵେଶ କରୁଥିବା ବେଳେ ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଲା ପୋଲିସ ।…

କେବେ ଖୋଲିବ ବଳଙ୍ଗା ରହସ୍ୟ ?

ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ଚାଲିଛି। ଅବସ୍ଥା ଭଲ ବୋଲି କୁହାଯାଉଚି । ୟା’ଭିତରେ ଶଙ୍ଖ ନେତାମାନେ ତାଙ୍କୁ ଦେଖି ଆସିଚନ୍ତି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ମ୍ୟାଡମ ବି ହସ୍ପିଟାଲ ଯାଇ ବୁଲି ଆସିଲେଣି ।…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…