ତାଜା ଖବର ରାଜନୀତି ରାଜ୍ୟ ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି November 5, 2024 Papirani ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…
ତାଜା ଖବର ରାଜ୍ୟ ରାଜ୍ୟରୁ ଟଳିଲା ବାତ୍ୟା ବିପଦ; ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ October 25, 2024 Papirani ଓଡିଶା ଉପକୂଳରେ ଗୁରୁବାର ଧାମରା ଓ ଭିତରକନିକା ନିକଟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗରେ ପ୍ରବେଶ ପରେ ଦୁର୍ବଳ ହୋଇଗଲା ବାତ୍ୟା ‘ଦାନା’। ଏହାରି ମଧ୍ୟରେ ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା।…
ତାଜା ଖବର ରାଜ୍ୟ ଆସୁଛି ବାତ୍ୟା ଦାନା; ୨୩ ତାରିଖ ପୂର୍ବରୁ ପୁରୀ ଛାଡ଼ିବାକୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କୁ ଦିଆଗଲା ନିର୍ଦ୍ଦେଶ October 22, 2024 Papirani ଓଡ଼ିଶାରେ ମାଡ଼ ହେବ ସାମ୍ଭାବ୍ୟ ବାତ୍ୟା ‘ଦାନା’ । ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ତେଣୁ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କୁ ପୁରୀ ଛାଡ଼ିବାକୁ…
ତାଜା ଖବର ରାଜ୍ୟ ବ୍ରହ୍ମଗିରିରେ ପୋଲିସ ଉପସ୍ଥିତିରେ ୨ ଗୋଷ୍ଠୀ ଗଣ୍ଡଗୋଳ, ୪ ଆହତ October 21, 2024 Papirani ପୁରୀ ଜିଲ୍ଲା ବ୍ରହ୍ମଗିରିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ବ୍ରହ୍ମଗିରି ଥାନା ବଡଦିଆଣ୍ଡି ଗ୍ରାମରେ ବାତ୍ୟା ଆଶ୍ରୟସ୍ଥଳୀ ଶିଳାନ୍ୟାସକୁ କେନ୍ଦ୍ରକରି ପୋଲିସ ଉପସ୍ଥିତିରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇଗୋଷ୍ଠୀ ମଧ୍ୟରେ ଟେକା ପଥର ମାଡ଼ ସହ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା…
ତାଜା ଖବର ରାଜନୀତି ରାଜ୍ୟ ପୁରୀରେ ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 20, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ସମ୍ମୁଖରେ ସେବାୟତଙ୍କୁ ପ୍ରାଣାନ୍ତକ ଆକ୍ରମଣ October 18, 2024 Papirani ଶ୍ରୀମନ୍ଦିର ସମ୍ମୁଖରେ ସେବାୟତଙ୍କୁ ଆକ୍ରମଣ । ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିୟର ସୁପର ଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ କରାଯାଇଛି । ମନ୍ଦିରର ପଶ୍ଚିମ ଦ୍ୱାର ନିକଟରେ ଜଣେ ଜଣେ ରାବିଡି ଦୋକାନୀ ତାଙ୍କୁ ଭୁଜାଲିରେ ହାଣି ଦେଇଥିବା…
ତାଜା ଖବର ରାଜ୍ୟ ପୁରୀ ବୃନ୍ଦାବତୀ ନିବାସରେ ହବିଷ୍ୟାଳୀଙ୍କ ଆନ୍ଦୋଳନ October 17, 2024 Papirani ଆଜିଠାରୁ ହବିଷିଆଳି ମା’ମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ। ଏଣୁ କାର୍ତ୍ତିକ ବ୍ରତଧାରୀ ହବିଷିଆଳି ମା’ମାନେ ବ୍ରତ ପାଳନ ପାଇଁ ଆଜିଠାରୁ ନିଜର ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ ଧରି ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। । ପୁରୀରେ ହବିଷ୍ୟାଳୀଙ୍କ ରହଣି…
ତାଜା ଖବର ରାଜ୍ୟ ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା October 16, 2024 Papirani ସମ୍ପୂର୍ଣ୍ଣ ପୁରୀକୁ ଜଗିବ ସିସିଟିଭି । ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା । ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ଲାଗିବି ସିସିଟିଭି । ଯାହା ଫଳରେ ଆହୁରି ସୁରକ୍ଷିତ ହେବ ପୁରୀ ସହର ।…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ October 16, 2024 Papirani ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ । ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ନିଆଗଲା ନିଷ୍ପତ୍ତି । ଏଥିନିମନ୍ତେ ସଂପୃକ୍ତ ନିଯୋଗ ଗୁଡ଼ିକ ସହ ମଧ୍ୟ ଆଲୋଚନା ବେଳେ ସହମତି ପ୍ରକାଶ ପାଇବା…
ତାଜା ଖବର ରାଜନୀତି ରାଜ୍ୟ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ; ରତ୍ନ ଥିବା ସ୍ପଷ୍ଟ ହେଲେ ସରକାର ନେବେ ପରବର୍ତ୍ତୀ ନିଷ୍ପତ୍ତି: ପୃଥ୍ବୀରାଜ October 13, 2024 Papirani ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିପିଆର ସର୍ଭେ ରିପୋର୍ଟକୁ ନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି ଆଉ ଦୁଇ କି ଚାରି ଦିନରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ। ଚଟାଣ ତଳେ କିମ୍ବା କାନ୍ଥରେ…