Tag: Puri

ଇଂରାଜୀ ନୂଆବର୍ଷ ପାଇଁ ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା

ଇଂରାଜୀ ନୂଆବର୍ଷ ସମୟରେ ହେବାକୁ ଥିବା ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା ଜାରି କରାଯାଇଛି । ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ ଦିନ କେବଳ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ। ଅନ୍ୟ ତିନି…

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଡିସେମ୍ବର ୨୮ରୁ ଶ୍ରୀମନ୍ଦିରରେ ହେବ ନାହିଁ ଧାଡ଼ି ଦର୍ଶନ । ଗଙ୍ଗା ସ୍ନାନ ପରଠାରୁ ଜାନୁଆରୀ…

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ ଓ ୱାଲ୍ କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି…

ଆଜିଠୁ ଜାନୁଆରୀ ୨ ତାରିଖ ଯାଏଁ ରତ୍ନଭଣ୍ଡାର ମରାମତି ସ୍ଥଗିତ

ଆଜି ଠାରୁ ଜାନୁଆରୀ ୨ ତାରିଖ ଯାଏଁ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ବଡଦିନରୁ ଇଂରାଜୀ ନୂଆବର୍ଷ ୨୦୨୫ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ, ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା

ଜାନୁଆରୀ ୧ ରୁ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଟ୍ରାଏଲ ରନ୍‌ କରାଯିବ । ଏ ନେଇ ସୂଚନା ଦେଇଛନ୍ତି…

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ହେବ ଆରମ୍ଭ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୨୭ ଏବଂ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଆସିବ । ପରୀକ୍ଷା ମୂଳକ ଭାବେ ୩୦ ଓ…

ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ: ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ଆଇନ୍ 21-A ଧାରା ଅନୁସାରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।…

ନୂଆ ବର୍ଷରୁ ଲାଗୁ ହେବ ନୂଆ ଦର୍ଶନ ବ୍ୟବସ୍ଥା

ନୂଆ ବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ…

ଆରମ୍ଭ ହେଲା ରତ୍ନଭଣ୍ଡାର ମରାମତି କାମ

ଆରମ୍ଭ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ କଲା ପ୍ରତ୍ନତତ୍ତ୍ବ ବିଭାଗ । ଏଏସ୍‌ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକଙ୍କ ଅଧ୍ୟକ୍ଷତାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ଏଏସଆଇର ସ୍ବତନ୍ତ୍ର ଟିମ୍ ଦ୍ବିତୀୟ ଭୋଗମଣ୍ଡପ…

ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ 

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କର୍ଯ୍ୟ। ଏ ନେଇ ଗତକାଲି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି…