Tag: Puri

ଆଜି ପୁରୀରେ ସବୁ ସ୍କୁଲ ଛୁଟି

ମୌସୁମୀ ଦୁର୍ବଳ ହେଉଥିବା ବେଳେ ଏହାର ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା ହେବ। ତେବେ ପ୍ରବଳ ବର୍ଷା ଯୋଗୁଁ ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ପୁରୀ ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ…

ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ ଫୁଡ ଅଫିସର

ଶ୍ରୀମନ୍ଦିର ଘିଅରେ ଅପମିଶ୍ରଣ ନେଇ ନିକଟରେ ଖବର ପ୍ରକାଶ ପରେ ଉଦବେଗ ପ୍ରକାଶ ପାଇଥିଲା। ଏହି ଘଟଣା ପରେ ଶ୍ରୀମନ୍ଦିର ପ୍ରଶାସନରେ ମାନ ଯାଞ୍ଚ ପାଇଁ ଫୁଡ୍‌ ଅଫିସର ନିଯୁକ୍ତ ହେବେ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା…

ଯାଞ୍ଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ 

ପୁରୀର ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ।ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି…

ରତ୍ନଭଣ୍ଡାର ସର୍ଭେ ସରିଲା; ଡାଟା ପ୍ରକ୍ରିୟାକରଣ ପାଇଁ ୧୦ ଦିନ ଲାଗିବ

ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଆଜି ଶେଷ ହୋଇଛି। ସର୍ଭେ ଶେଷ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ବରେ ସର୍ଭେ ସରିଛି। ୨୧ରୁ ସର୍ଭେ ଆରମ୍ଭ ହୋଇଥିବା ବେଳେ କାଲି ପାଇଁ ସମୟ ଥିଲା,…

ଆଜିଠୁ ରତ୍ନଭଣ୍ଡାର ସର୍ଭେ ପାଇଁ ୩ଦିନ ଦର୍ଶନ ବନ୍ଦ

ଆଜିଠୁ ଆରମ୍ଭ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ । ଏହା ୩ ଦିନ ପର୍ଯ୍ୟନ୍ତ ଯଥା ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି । ଦିନ…

୨୧ରେ ପୁଣି ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୨୧ରେ ପୁଣି ରତ୍ନଭଣ୍ଡାର ଖୋଲାଯାଇ ୩ ଦିନ ପର୍ଯ୍ୟନ୍ତ ବୈଷୟିକ ସର୍ଭେ ହେବ। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବା ନେଇ ଜଣାପଡିଛି। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସର୍ବସାଧାରଣ…

ସେପ୍ଟେମ୍ବର ୨୪ ସୁଦ୍ଧା ସରିବ ରତ୍ନଭଣ୍ଡାର ସର୍ଭେ: ଏଏସ୍ଆଇଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠି ଅନୁସାରେ ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ…

ରାଜ୍ୟ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ- ମୋହନ

ଆଜି ରାଜ୍ୟରେ ମୋହନ ସରକାରକୁ ପୂର୍ତ୍ତିଲା ୧୦୦ ଦିନ । ଏହି ଅବସରରେ ରାଜ୍ୟବାସୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀ ଶରଧାବାଲିରେ ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ କରିଛି ବିଜେପି । ଶହେ ଦିନ ପୂର୍ତ୍ତି…

ପୁଅକୁ ଧରି ଭାର୍ଗବୀ ନଦୀକୁ ଡେଇଁଲେ ମା’

ପିପିଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛୋଟ ପୁଅକୁ ଧରି ଭାର୍ଗବୀ ନଦୀକୁ ଡେଇଁ ପଡ଼ିଲେ ମା’। ପିପିଲି ରାସ୍ତାର ହରିପୁରଠାରେ ଭାର୍ଗବୀକୁ ପୁଅକୁ ଧରି ମା’ ଡେଇଁ[ପଡ଼ିବା ପରେ ଉଭୟଙ୍କ ମୃତ୍ୟୁ ହୋଇଛି। ତେବେ ମା’-ପୁଅଙ୍କୁ ମୃତ ଅବସ୍ଥାରେ…

କଣାସରେ ବାର୍ଡ ଫ୍ଲୁ !

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ବିଭିନ୍ନ ବ୍ଲକ ଅଞ୍ଚଳ ପରେ ଏବେ କଣାସ ଅଞ୍ଚଳରେ ବାର୍ଡ ଫ୍ଲୁ ବ୍ୟାପିଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ସତ୍ୟାସତ୍ୟ ଜାଣିବା ପାଇଁ କୁକୁଡ଼ାଙ୍କ ଲାଳ ରକ୍ତ ନମୁନା ଭୋପାଳ ପରୀକ୍ଷାଗାରାକୁ…