ତାଜା ଖବର ରାଜ୍ୟ ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ July 15, 2024 Papirani ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…
ତାଜା ଖବର ରାଜ୍ୟ ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି July 15, 2024 Papirani ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…
ତାଜା ଖବର ରାଜ୍ୟ ଆଜି ଭାଇ ଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ July 15, 2024 Papirani ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ । ଶରଧାବାଲିରେ ଦଣ୍ଡାୟମାନ ୩ ରଥରେ ବିଜେ କରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ । ପୁଣି ଆରବର୍ଷ ଆଡ଼ପମଣ୍ଡପରେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡ଼ା ଯାତ୍ରା…
ରାଜ୍ୟ ଜାଣନ୍ତୁ ରତ୍ନଭଣ୍ଡାର ଭିତରକୁ ଯିବେ କିଏ July 14, 2024 Nirvay ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଶୁଭ ମୁହୂର୍ତ୍ତ। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ରତ୍ନଭଣ୍ଡାର ଖୋଲିବ। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ…
ରାଜ୍ୟ ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା July 14, 2024 Nirvay ରତ୍ନଭଣ୍ଡାର ଖୋଲିବା ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ରତ୍ନଭଣ୍ଡାର ଖୋଲିବା ସମୟକୁ ଚାହିଁ ରହିଛନ୍ତି ଶ୍ରଦ୍ଧାଳୁ। ଏହା ମଧ୍ୟରେ ରତ୍ନଭଣ୍ଡାର ଚାବି ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ମୋ…
ରାଜ୍ୟ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ July 14, 2024 Nirvay ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପ୍ରଶାସନ କାର୍ଯ୍ୟାଳୟରେ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି…
ରାଜ୍ୟ ୪୬ ବର୍ଷ ଅପେକ୍ଷାର ଅନ୍ତ: ଆଜି ଖୋଲିବ ରତ୍ନଭଣ୍ଡାର July 14, 2024 Nirvay ଦୀର୍ଘ ୪୬ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍(ଏସ୍ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଛି। ରାଜ୍ୟ…
ତାଜା ଖବର ରାଜନୀତି ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ସହ ଦୁଇ ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ July 13, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତା କାଲି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି…
ତାଜା ଖବର ରାଜନୀତି ରାଜ୍ୟ କାଲି ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର July 13, 2024 Papirani ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର। ଦୀର୍ଘ ୪୫ ବର୍ଷ ପରେ ଖୋଲିବାକୁ ଯାଉଛି ରତ୍ନଭଣ୍ଡାର । ଯେଉଁଥି ପାଇଁ ଦୀର୍ଘ ବର୍ଷ ହେଲା ଅପେକ୍ଷା କରାଯାଇଥିଲା । ତାହାର ପୂର୍ଣ୍ଣଛେଦ ପଡିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲିବା ନେଇ ଏସଓପି ପ୍ରଦାନ କଲେ…
ରାଜ୍ୟ କଡ଼ା ଚେତାବନୀ: ରଥ ଉପରେ ମୋବାଇଲ ନିଷେଧ July 12, 2024 Nirvay ଶ୍ରୀମନ୍ଦିରର ନୀତି ଶୃଙ୍ଖଳାକୁ ନେଇ କଡ଼ା ଚେତାବନୀ ଦେଇଛନ୍ତି ନୂଆ ଶ୍ରୀମନ୍ଦିର ମୁଖ୍ୟା ପ୍ରଶାସକ ଅରବିନ୍ଦ ପାଢ଼ୀ। ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି। ବିଶୃଙ୍ଖଳିତ ଆଚରଣ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ।ଅଣସେବାୟତ ରଥ ଉପରକୁ ମୋବାଇଲ ନେଉଥିବା ପରିଲକ୍ଷିତ…