ତାଜା ଖବର ରାଜ୍ୟ ସୌନ୍ଦର୍ଯ୍ୟକରଣ କାମ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନ August 30, 2024 Nirvay ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅନୁଧ୍ୟାନ କରିଛନ୍ତି। ସୌନ୍ଦର୍ଯ୍ୟକରଣ କାମ ପାଇଁ ମୁଖ୍ୟ ପ୍ରଶାସକ ଅନୁଧ୍ୟାନ କରିଥିବା ଜଣାପଡିଛି । ମୁଖ୍ୟ ପ୍ରଶାସକ ଜିଲ୍ଲାପାଳଙ୍କ ସହ ଅନୁଧ୍ୟାନ କରିଛନ୍ତି । ମାର୍ଚ୍ଚ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ କାମ ଚାଲିବ…
ତାଜା ଖବର ରାଜ୍ୟ ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା August 28, 2024 Nirvay ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି। ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ…
ତାଜା ଖବର ରାଜ୍ୟ ଗୋମାଂସ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ August 28, 2024 Nirvay ଗୋ ମାଂସ ଚାଲାଣକୁ ନେଇ ଗଣ୍ଡଗୋଳ ହୋଇଛି । ପୁରୀ ଗୋପ ଥାନା ବୋଇତଭଙ୍ଗା ସେତୁ ନିକଟରେ ପିକଅପ ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା । ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ଗୋମାଂସ…
ତାଜା ଖବର ରାଜ୍ୟ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୩୦ ବଖରା August 27, 2024 Nirvay ପୁରୀ ଜିଲ୍ଲା ସତ୍ୟବାଦୀରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ବଖରାରୁ ଅଧିକ ଜଳି ପୋଡ଼ି ଛାରଖାର ହୋଇଯାଇଛି। ଏଥିସହ ୩ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି।ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ…
ତାଜା ଖବର ରାଜ୍ୟ ସଂଧ୍ୟାରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ August 26, 2024 Papirani ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ । ଆଜି ଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ମଧ୍ୟ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସଂନ୍ଧ୍ୟା ଧୂପ ନୀତି…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ତଦାରଖ କରିବ ଏଏସଆଇର ଉଚ୍ଚସ୍ତରୀୟ ଟିମ August 25, 2024 Nirvay ରତ୍ନଭଣ୍ଡାର ବାବଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାର ଯାଞ୍ଚ ଓ ଗଣତି ମଣତି ହେବ ବୋଲି କହିଲେ ଧର୍ମେନ୍ଦ୍ର। ଓଡ଼ିଶା ସରକାର ନିଶ୍ଚିତ ରତ୍ନଗଣତି କରିବେ। ଏ ନେଇ ଏଏସଆଇ ଟିମକୁ ଆସିବାକୁ ରାଜ୍ୟ ସରକାର ଅନୁରୋଧ କରି…
ତାଜା ଖବର ରାଜ୍ୟ ବିଲକୁ ଖସିଲା ବସ; ୧୫ ଯାତ୍ରୀ ଆହତ August 25, 2024 Nirvay ଭାରସାମ୍ୟ ହରାଇ ବିଲକୁ ଖସିପଡିଲା ଯାତ୍ରୀବାହୀ ବସ୍। ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁରୀରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ଯାଉଥିଲା ବେଳେ ପୁରୀ ଜିଲ୍ଲା ମଲ୍ଲିକାଶୁଣୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ମେଡିକାଲରେ ଭର୍ତ୍ତି…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି August 24, 2024 Papirani ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉନ୍ନତ ଅନୁଷ୍ଠାନ…
ତାଜା ଖବର ରାଜ୍ୟ ୨୩ ତାରିଖରେ ସ୍ଥାନାନ୍ତର ହେବ ରତ୍ନଭଣ୍ଡାରରୁ ସିନ୍ଦୁକ ଓ ଆଲମିରା August 20, 2024 Papirani ଆସନ୍ତା ୨୩ ତାରିଖରେ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ସିନ୍ଦୁକ, ଆଲମିରା ସ୍ଥାନାନ୍ତର କରାଯିବ । ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ।…
ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ August 18, 2024 Nirvay ମାଗଣାରେ ମିଳିବ ମହାପ୍ରସାଦ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ରାଜ୍ୟ ସରକାର ଏ ନେଇ ଯୋଜନା ରଖିଛନ୍ତି। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…