Tag: Puri

Jagannath Temple Calendar Error: ଶ୍ରୀମନ୍ଦିରର ନୂତନ କ୍ୟାଲେଣ୍ଡରରେ ତ୍ରୁଟି

ପୁରୀ ଶ୍ରୀମନ୍ଦିର ପକ୍ଷରୁ ପ୍ରକାଶ ପାଇଥିବା ଇଂରାଜୀ ନୂତନ ବର୍ଷର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଛି ।ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ…

New Year 2026: ନୂଆବର୍ଷରେ କଡ଼ା ସୁରକ୍ଷା ବଳୟରେ ରହିବ ପୁରୀ; ୪ ତାରିଖ ପର୍ଯ୍ୟନ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଆଜି, ୩୦ ଡିସେମ୍ବର ଠାରୁ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି । ୨୦୨୬ ନୂଆବର୍ଷରେ ପୁରୀରେ ପର୍ଯ୍ୟଟକ ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି, ସମସ୍ତ ସରକାରୀ ଅଧିକାରୀଙ୍କୁ ମୁଖ୍ୟ…

New Year Celebrations In Puri: ନୂଆବର୍ଷରେ ଶ୍ରୀମନ୍ଦିରରେ ସୁରକ୍ଷା କଡ଼ାକଡ଼ି; ମୁତୟନ ହେବେ ୬୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ

ନୂଆବର୍ଷରେ ଶ୍ରୀମନ୍ଦିର ଭିତର ଓ ବାହାରେ ସୁରକ୍ଷା କଡ଼ାକଡ଼ି ।ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ । ବର୍ଷର ଶେଷଦିନ ଓ ନୂଆବର୍ଷକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍…

Opening Puri Temple at midnight for New Year: କାହିଁକି ୩୧ ମଧ୍ୟରାତ୍ରରେ ଅନିଦ୍ରା ରହିବେ ମହାପ୍ରଭୁ ?

ନୂଆବର୍ଷ ପାଇଁ ଏବେ ଉଠୁଛି ପଡ଼ୁଛି ପୁରୀ ସହର । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଥିଲା ବେଳେ ଅବ୍ଯବସ୍ଥାକୁ ନେଇ ଭକ୍ତ ମହଲରେ ବଢୁଛି ତୀବ୍ର ଅସନ୍ତୋଷ । ଆଉ ଏହା ଭିତରେ ନୂଆବର୍ଷ ପାଇଁ ୩୧…

Ratna Bhandar Inventory SOP: ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନ ଅଳଙ୍କାର ଗଣତିମଣତି: ଆଇନମନ୍ତ୍ରୀ

ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ । ସେ କହିଛନ୍ତି ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍‌ ଷ୍ଟେଜ୍‌ରେ ପହଞ୍ଚିଛି । ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି ।କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP…

Jagannath Idol: ପୁରୀ ବେଳାଭୂମିକୁ ଭାସି ଆସିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି; ଭିଡ଼ିଓ ଭାଇରାଲ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଭିଡିଓଟି ପୁରୀ ବେଳାଭୂମି ବୋଲି ଜଣାପଡ଼ୁଛି । ଏହି ଦୃଶ୍ୟ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ସମୁଦ୍ର ଭିତରେ ମହାପ୍ରଭୁ…

Shrimandir Ratna Bhandar: ଖୁବ ଶୀଘ୍ର ହେବ ରତ୍ନ ଅଳଙ୍କାର ଗଣତି, ୨୭ ତାରିଖରେ ବସିବ ବୈଠକ

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିକୁ ନେଇ ନେଇ ୨୭ ତାରିଖ ଶନିବାର ସନ୍ଧ୍ୟା ସାଢ଼େ ୪ଟା ସମୟରେ ବସିବ ରତ୍ନଭଣ୍ଡାର ସଂପର୍କିତ ବୈଠକ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ସେ କହିଛନ୍ତି…

West Bengal Tourists Drown In Puri Sea: ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ; ପୁରୀ ସମୁଦ୍ରରେ ବୁଡ଼ିଗଲେ ୪ ବଙ୍ଗୀୟ ପର୍ଯ୍ୟଟକ

ପୁରୀ ସମୁଦ୍ରରେ ବୁଡ଼ିଗଲେ ୪ ବଙ୍ଗୀୟ ପର୍ଯ୍ୟଟକ । ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । ଉଦ୍ଧାର ସମସ୍ତ ପର୍ଯ୍ୟଟକ ପଶ୍ଚିମବଙ୍ଗର ହୋଇଥିବା ଜଣାପଡ଼ିଛି । ଚୈତନ୍ୟ ଛକ ସମ୍ମୁଖ ସମୁଦ୍ରରେ ଗାଧୋଇବା ବେଳେ…

Srimandir Inside Photo Viral: ଶ୍ରୀମନ୍ଦିର ରତ୍ନସିଂହାସନ ଫଟୋ ଭାଇରାଲ ମାମଲା: କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର- ଆଇନ ମନ୍ତ୍ରୀ

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍‌ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏଥିପାଇଁ କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି । ପୁରୁଣା…

Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…