Tag: Puri

Bahuda Jatra: ମହାପ୍ରଭୁଙ୍କ ଟାହିଆ କାଢ଼ିନେଲେ ସେବାୟତ; ବିନା ଟାହିଆରେ ରଥରେ ବିଜେ କଲେ ଜଗନ୍ନାଥ

ଦୀର୍ଘ ଅପେକ୍ଷାର ଅନ୍ତ ଘଟିଛି। ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ପହଣ୍ଡି ବିଜେ। ଭକ୍ତି, ମନ୍ତ୍ର ଏବଂ ପାରମ୍ପରିକ ରୀତିନୀତିରେ ପରିପୂର୍ଣ୍ଣ ଏହି ଦିବ୍ୟ ଶୋଭାଯାତ୍ରା ଦେଖିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି।…

Pahandi Bije Niti: ଶ୍ରୀମନ୍ଦିରକୁ ବାହୁଡ଼ିବେ ବୋଲି ରଥରେ ବିରାଜିଲେ କାଳିଆ ସାଆନ୍ତ 

ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ । ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପହଣ୍ଡି ବିଜେ । ଜନ୍ମବେଦୀକୁ ଛାଡ଼ି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛନ୍ତି ଚତୁର୍ଦ୍ଧାମୂରତି । ରଥରେ ବିରାଜମାନ ହୋଇଛନ୍ତି ତିନି ଭାଇ ଭଉଣୀ। ବାହୁଡ଼ା ଯାତ୍ରାକୁ…

Bahuda Jatra: ବାହୁଡ଼ା ଯାତ୍ରାରେ ଆରମ୍ଭ ହେଲା ପହଣ୍ଡି

ବାହୁଡ଼ା ଯାତ୍ରାରେ ଆରମ୍ଭ ହେଲା ପହଣ୍ଡି । ଗୁଣ୍ଡିଚା ମନ୍ଦିରରେ ନଅ ଦିନର ଲୀଳାଖେଳା ସମାପ୍ତ କରି ଆଜି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିରକୁ ବାହୁଡ଼ିବାକୁ ବାହାରିଛନ୍ତି। ଶ୍ରୀସୁଦର୍ଶନଙ୍କ ପରେ ଏବେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ଆସୁଛନ୍ତି ବଡ଼ଠାକୁର…

Bahuda Jatra: ଆଜି ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ସେଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ମହାପ୍ରଭୁ ଆଜି ବଡ଼ ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ଫେରିବେ ରତ୍ନବେଦିକୁ । ଅନ୍ୟପଟେ ଭକ୍ତ ମାନେ…

Trademark Approval For Jagannath Temple: ମହାପ୍ରଭୁଙ୍କର ପାଞ୍ଚଟି ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ

ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା ଓ ଐତିହ୍ୟର ସୁରକ୍ଷା ଦିଗରେ ସଫଳତା ମିଳିଛି। ଟ୍ରେଡ୍ ମାର୍କ ରେଜିଷ୍ଟ୍ରିର ୨ୟ ପର୍ଯ୍ୟାୟରେ ଆଉ ୫ଟି ଟ୍ରେଡ୍ ମାର୍କ ଅନୁମୋଦିତ ହୋଇଛି। ଶ୍ରୀଜଗନ୍ନାଥ ମନ୍ଦିର ସହିତ ଜଡ଼ିତ ଆଉ ପାଞ୍ଚଟି ନାମ ଜଗନ୍ନାଥ ଧାମ,…

Bahuda Jatra 2026: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ।ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ବାହୁଡ଼ାଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏ ନେଇ…

Ratha Jatra: ତାଳଧ୍ବଜ ରଥ ହେଲା ଦକ୍ଷିଣ ମୋଡ଼

ଶରଧାବାଲିରେ ତାଳଧ୍ବଜ ରଥ ହେଲା ଦକ୍ଷିଣ ମୋଡ଼ । ତାଳଧ୍ବଜ ପରେ ନନ୍ଦିଘୋଷ ରଥ ହେଲା ଦକ୍ଷିଣ ମୋଡ଼ । ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରହଣି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶ୍ରୀଜଗନ୍ନାଥ ମନ୍ଦିରକୁ ଫେରିବା…

Ratha Jatra 2026: ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଲା ହେରାପଞ୍ଚମୀ ନୀତି

ଗତକାଲି ବିଳମ୍ବିତ ରାତିରେ ରଥଯାତ୍ରାର ପଞ୍ଚମ ଦିବସରେ ହେରାପଞ୍ଚମୀ ନୀତିକାନ୍ତି ପାଳନ ହୋଇଯାଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଗୁଣ୍ତିଚା ମନ୍ଦିର ଜନ୍ମ ବେଦୀକୁ ଆସିଛନ୍ତି । ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ…

Ratha Jatra Stampede: ରଥଯାତ୍ରା ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା; ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ 

ସରକାର ଓ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି ସତ୍ତ୍ୱେ ରଥଯାତ୍ରାରେ ବଡ଼ ଅଘଟଣ ଘଟିଛି । ବଡ଼ଦାଣ୍ଡ ସ୍ଥିତି ମରିଚିକୋଟ ଛକଠାରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ରବିବାର…