Tag: Puri

ପୁରୀରେ ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ ଆରମ୍ଭ

ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ । ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜିଠାରୁ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ଦର୍ଶନ…

ଆଡ଼ପ ପହଣ୍ଡି ବେଳେ ଖସିପଡ଼ିଲେ ପ୍ରଭୁ ବଳଭଦ୍ର

ଆଜି ଆଡ଼ପ ମଣ୍ଡପକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାଲିଠୁ ମହାପ୍ରଭୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ। ତେବେ ୨ ଦିନ ଶରଧାବାଲିରେ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ବଡ଼ଠାକୁର ପ୍ରଭୁ…

ଆଜି ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକରେ ଆସିପାରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଆରମ୍ଭ ହୋଇଛି । କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ…

ଶରଧାବାଲିରେ ତିନି ରଥ

ଦୁଇଦିନର ଯାତ୍ରା ପରେ ଶେଷରେ ଜନ୍ମସ୍ଥାନରେ ପହଞ୍ଚଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ। ବଡ଼ଦାଣ୍ଡର ଜନସମୁଦ୍ର ଦେଇ ପ୍ରତୀକ୍ଷିତ ଶରଧାବାଲିରେ ପହଞ୍ଚିଛି ତିନି ଠାକୁରଙ୍କ ତିନି ରଥ । ତେଣୁ ଜନ୍ମସ୍ଥାନରେ ଏବେ ଖୁସିର ମାହୋଲ…

ଜନ୍ମ ବେଦୀ ଅଭିମୁଖେ ଆଗେଇ ଚାଲିଛନ୍ତି ତିନି ଠାକୁର

ବଡ଼ଦାଣ୍ଡରେ ପୁଣି ଗଡ଼ିଲା ୩ ଠାକୁରଙ୍କ ରଥ । ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ । ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର । ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ।…

ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ବଜ ରଥ

ଆରମ୍ଭ ହେଲା ରଥଟଣା । ପୁରୀରେ ପୁଣି ଗଡ଼ିଲା ରଥ। ଗତକାଲି ଅଧାବାଟରେ ଅଟକି ରହିଥିବା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛି । ମରିଚିକୋଟ ଛକରୁ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ । ତାଳଧ୍ବଜ…

ପୁରୀ ବେଳାଭୂମିରେ ମହାମହିମଙ୍କ ମର୍ଣ୍ଣିଂ ୱାକ୍ 

ସକାଳୁ ସକାଳୁ ପୁରୀ ବେଳାଭୂମିରେ ମହାମହିମ କରିଛନ୍ତି ମର୍ଣ୍ଣିଂ ୱାକ୍ । ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଛନ୍ତି । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । କଡା…

ରଥ ଟଣା ବେଳେ ଶ୍ରଦ୍ଧାଳୁ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ପୁରୀ ରଥଯାତ୍ରା ବେଳେ ଅଘଟଣ ପାଇଁ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା…

ଶଙ୍କରାଚାର୍ଯ୍ୟଙ୍କୁ ସମ୍ମାନ: ନବୀନ ଦେଲେନି, ମୋହନ ଦେଲେ

ପବିତ୍ର ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠର ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ସାମିଲ ହୋଇ ମହାବାହୁଙ୍କ ସାନିଧ୍ୟ ଲାଭ କରିଥିଲେ। ପୁରୀରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ଆଶୀର୍ବାଦ ନେଇଥିଲେ।…

ଅଧା ବାଟ ଯାଇ ଅଟକିଲେ ଶ୍ରୀଜିଉ

ଆଜି ପବିତ୍ର ଘୋଷଯାତ୍ରା। ଦୁଇ ଦିନିଆ ରଥ ଟଣା ଯୋଗୁଁ ଆଜି ଅଳ୍ପ ବାଟ ଯାଇ ଅଟକିଲେ ଶ୍ରୀଜିଉ। ଆଜି ରଥ ଟଣା ସ୍ଥଗିତ ରଖାଯାଇଛି। ଆସନ୍ତାକାଲି ପୁଣି ରଥ ଟଣା ହେବ। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ମରିଚିକୋଟ ଛକରେ ଅଟକିଥିବା…