Tag: Puri

ରଥରେ ୨ ଅଧିକାରୀ ଚଢ଼ିବା ଘଟଣା: ପ୍ରମାଣ ଦେଲା ପ୍ରଶାସନ

ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥରେ ୨ ଅନଧିକୃତ ସରକାରୀ ଅଧିକାରୀ ରଥରେ ଚଢ଼ିଥିଲେ। ଏହି ଘଟଣାରେ ଏତଲା ହେବା ପରେ ଫଟୋ ଓ ଭିଡିଓ ଫୁଟେଜ୍‌ ସିଂହଦ୍ୱାର ଥାନାକୁ ହସ୍ତାନ୍ତର କରାଯାଇଛି। ପେନ୍ ଡ୍ରାଇଭରେ ପୋଲିସକୁ ଫୁଟେଜ୍ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।

୧୮ରେ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ରତ୍ନଭଣ୍ଡାର ଖୋଲୁଥିବାରୁ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇଛନ୍ତି । ସକାଳ ୯ଟା ପରେ…

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି । ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି…

ରତ୍ନଭଣ୍ଡାର ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକ । ପୁନର୍ବାର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ଆଲୋଚନା । ବୈଠକରେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ…

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ କହିଛନ୍ତି, ରଥରେ ଅଣସେବାୟତ ଦେଖି ତୁରନ୍ତ ତଳକୁ ଓହ୍ଲାଇଦେଲି । ସମ୍ପୃକ୍ତ ବ୍ୟକ୍ତି କିଏ ଓ କାହିଁକି ରଥ ଉପରେ ଚଢ଼ିଥିଲେ ତଦନ୍ତ ହେବ…

ଘଟଣାର ପୁନରାବୃତ୍ତି: ପୁଣି ରଥରେ ଚଢ଼ିଲେ ଅଣସେବାୟତ

ଶ୍ରୀଗୁଣ୍ଡିଚାରେ ରଥରେ ଦୁଇ ଅନଧିକୃତ ବ୍ୟକ୍ତି ଚଢି ଥିବାବେଳେ ବାହୁଡ଼ାରେ ଏହି ଘଟଣାର ପୁନରାବୃତ୍ତି ହୋଇଛି। ରଥରେ ପୁଣି ୨ ଜଣ ଅଣସେବାୟତ ଚଢିଥିବା ଜଣାପଡିଛି। ସେବାୟତ ବେଶରେ ଦର୍ପଦଳନ ରଥରେ ଚଢ଼ିଥିଲେ ଅଣସେବକ। ରଥରୁ ଓଲ୍ହାଇଲା ପ୍ରଶାସନ, କାର୍ଯ୍ୟାନୁଷ୍ଠାନ ହୋଇପାରେ।…

ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପହଣ୍ଡି ସରିଲା

ଚକ୍ରରାଜ ସୁଦର୍ଶନଙ୍କ ପରେ ରଥରେ ବିରାଜିଥିଲେ ବଡ଼ ଠାକୁର ଶ୍ରୀ ବଳଭଦ୍ର । ଧାଡ଼ି ପହଣ୍ଡିରେ ଆସି ତାଳଧ୍ବଜରେ ବିରାଜିଲେ ବଡ଼ ଠାକୁର। ପଛରେ ଶୂନ୍ୟ ପହଣ୍ଡିରେ ଆସିଥିଲେ ହଳଦୀମୁହିଁ ଦେବୀ ସୁଭଦ୍ରା। ଘଣ୍ଟ ଘଣ୍ଟା ବାଦ୍ୟରେ କମ୍ପୁଛି ଶରଧା ବାଲି।

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…

ଆଜି ଭାଇ ଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ । ଶରଧାବାଲିରେ ଦଣ୍ଡାୟମାନ ୩ ରଥରେ ବିଜେ କରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ । ପୁଣି ଆରବର୍ଷ ଆଡ଼ପମଣ୍ଡପରେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡ଼ା ଯାତ୍ରା…