Tag: Puri

ରଥଯାତ୍ରା ପରିଚାଳନା ପାଇଁ ଆଜି ହୋଇଛି ଦ୍ୱିତୀୟ ସମନ୍ୱୟ କମିଟି ବୈଠକ

୧୯୭୧ ରଥଯାତ୍ରା ଆଇନ ଅନୁଯାୟୀ ଚଳିତବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଇଥିବା ବେଳେ ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରୟାସ କରାଯାଉଛି । ଆଜି ଏନେଇ ଆଇନମନ୍ତ୍ରୀ ପୃଥ୍ୱୀବରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ରାଜୁଆ ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ନଦୀରେ ମରି ଭାସୁଛନ୍ତି କୁଢ଼ କୁଢ଼ ମାଛ।ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ପ୍ରବାହିତ ହେଉଥିବା ରାଜୁଆ ନଦୀରେ ଦେଖିବାକୁ ମିଳିଛି ମାଛ ମଡ଼କ । ଦୂଷିତ ପାଣି ଯୋଗୁଁ ମାଛ ମରୁଥିବା ଅନୁମାନ କରାଯାଉଛି । କୁହାଯାଉଛି କି ଭୁବନେଶ୍ବର ଓ…

ରଥଯାତ୍ରା ୨୦୨୪: ଜୁଲାଇ ୭ ସନ୍ଧ୍ୟା ୫ଟାରେ ଟଣାହେବ ରଥ

ଶେଷ ହୋଇଛି ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଛି।…

ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ

ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।ବୈଠକରେ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ଅନୁମୋଦନ…

ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ

ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…

ସ୍ନାନବେଦୀରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି।…

ଦେବସ୍ନାନ ପୂର୍ଣ୍ଣିମା: ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ…

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…

ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା

ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…