Tag: Puri

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରଥାରୂଢ଼ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ।ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ଯାଇ ବଡ଼ଦାଣ୍ଡରେ ପହଞ୍ଚିବେ। ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ। ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦିକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତଜନଙ୍କୁ ଉଦ୍ଧାରିବା ପାଇଁ ରତ୍ନଦେବି ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ…

ଆଜି ନୁହେଁ ରତ୍ନଭଣ୍ଡାର ଖୋଲିବା ନେଇ ୯ ତାରିଖରେ ନିଆଯିବ ନିଷ୍ପତ୍ତି: ଜଷ୍ଟିସ ବିଶ୍ବନାଥ ରଥ

ଆଜି ନୁହେଁ ଆସନ୍ତା ୯ରେ ହେବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି । ଆଜିର ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ବନାଥ ରଥଙ୍କ ସୂଚନା । ସେ କହିଛନ୍ତି ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି । ଅସ୍ଥାୟୀ ରତ୍ନଭଣ୍ଡାର…

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନିରଥ

ଆସନ୍ତା କାଲି ରଥଯାତ୍ରା । ରାତି ପାହିଲେ ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିରରୁ ଆଜି ରଥଖଳାରେ ପ୍ରସ୍ତୁତ ୩ ରଥ ପାଇଁ ଆଜ୍ଞାମାଳ ବିଜେ ହୋଇଛି। ମହାପ୍ରଭୁଙ୍କ ଆଜ୍ଞାମାଳ ପାଇବା ପରେ ସିଂହଦ୍ୱାର…

ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି । ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି କମିଟି ବୈଠକ । ରତ୍ନଭଣ୍ଡାର ଖୋଲା ସହ ଗଣତି ଓ ମଣତି ପ୍ରକ୍ରିୟାର ରୂପରେଖ ଏହି…

ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: କୌଣସି ପଦକ୍ଷେପ ପୂର୍ବରୁ ମୋ ପରାମର୍ଶ ନେବା ଉଚିତ: ଶଙ୍କରାଚାର୍ଯ୍ୟ

ରତ୍ନ ଭଣ୍ଡାର ଖୋଲିବା ନେଇ ବଡ ବୟାନ ଦେଇଛନ୍ତି ପୁରୀ ଶଙ୍କରାଚାର୍ୟ୍ୟ ଦେଇଛନ୍ତି। ଶଙ୍କରାଚାର୍ଯ୍ୟ କହିଛନ୍ତି, ‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ କରିଵା ଉଚିତ। କିନ୍ତୁ ,ମୋର ଉପସ୍ଥିତରେ ମିଟିଙ୍ଗ ହେଉନାହିଁ,…

ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ହାତରେ…

ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା!

ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…

ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି

ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…

ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୃଙ୍ଖଳିତ ଓ ସୁପରିଚାଳନା ନିମନ୍ତେ ଡିଜିପିଙ୍କ ବୈଠକ । ଟାଉନ୍ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧୂକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି…