Tag: Puri

ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୃଙ୍ଖଳିତ ଓ ସୁପରିଚାଳନା ନିମନ୍ତେ ଡିଜିପିଙ୍କ ବୈଠକ । ଟାଉନ୍ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧୂକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି…

ଆଜି ଅଣସରର ତ୍ରୟୋଦଶୀ ତିଥିରେ ଲାଗି ହେବ ଘଣା ଓ ଖଳି ପ୍ରସାଦ

ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗତକାଲି ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଥିଲେ ସେବାୟତ। ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ…

୮ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ…

ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଜାଣନ୍ତୁ କଣ କହିଲେ ଗଜପତି ମହାରାଜା

ସାରା ଦେଶରେ ରତ୍ନଭଣ୍ଡାର ଖୋଲିବନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର । ମରାମତି ନିହାତି…

ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗ: ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି

ଚଳିତ ବର୍ଷ ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଷ୍ଟଲ ଲାଗିବା ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ ।…

ସୁସ୍ଥ ହେଲେ ଶ୍ରୀଜୀଉ: ଚାଲିଛି ରାଜପ୍ରାସାଦ ବିଜେ ନୀତି

ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ସେବାୟତମାନେ ରାଜପ୍ରାସାଦରେ ପହଞ୍ଚିଲେ। ଶ୍ରୀଜିଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇବେ ସେବାୟତ । ଦଇତାପତି ସେବକମାନେ ଏକ…

ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…

୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା!

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…