Tag: Puri

ଦେବସ୍ନାନ ପୂର୍ଣ୍ଣିମା: ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ…

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…

ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା

ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…

ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେ ଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…

ଶ୍ରୀମନ୍ଦିରରେ ବିବାଦ ପାଇଁ ମହାପ୍ରଭୁଙ୍କ ନୀତି ବିଳମ୍ବ

ଆଜି ସେବକଙ୍କ ମଧ୍ୟରେ ବିବାଦ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଳମ୍ବରେ ଚାଲିଛି ନୀତି। ଗତକାଲି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବାର ପରମ୍ପରା ରହିଥିବା ବେଳେ ସେବାୟତଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା…

ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ପ୍ରତିକ୍ରିୟା । ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଖୁବ୍ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ । ଏନେଇ ଗଠିତ ହେବ ସ୍ବତନ୍ତ୍ର କମିଟି । ସମସ୍ତ…

ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା

ଆଜି ପୁରୀ ଶ୍ରୀମନ୍ଦିରରେ ଏକ ଅଘଟଣ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ବଳପୂର୍ବକ ସିଂହଦ୍ୱାର ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ସୃଷ୍ଟି ହୋଇଥିଲା…

ଅତିଥି ଭବନକୁ ଅଧିକାରୀଙ୍କୁ ଡାକରା ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ଅତିଥି ଭବନର ପ୍ରଥମ ମହଲା ଏବେ ସିଏମ୍‌ଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା…

ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ, ଖୋଲିଲା ଶ୍ରୀ ମନ୍ଦିରର ଚାରି ଦ୍ଵାର

ରାଜ୍ୟ କ୍ୟାବିନେଟର ହୋଇଛି ପ୍ରଥମ ନିଷ୍ପତ୍ତି ପାଳିତ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ…