ରାଜ୍ୟ କେବେ ଖୋଲିବ ବଳଙ୍ଗା ରହସ୍ୟ ? July 28, 2025 Papirani ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ଚାଲିଛି। ଅବସ୍ଥା ଭଲ ବୋଲି କୁହାଯାଉଚି । ୟା’ଭିତରେ ଶଙ୍ଖ ନେତାମାନେ ତାଙ୍କୁ ଦେଖି ଆସିଚନ୍ତି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ମ୍ୟାଡମ ବି ହସ୍ପିଟାଲ ଯାଇ ବୁଲି ଆସିଲେଣି ।…
ରାଜ୍ୟ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା July 23, 2025 Nirvay ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…
ରାଜ୍ୟ ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ July 23, 2025 Nirvay ପୁରୀ ଜିଲ୍ଲା, ନିମାପଡ଼ା ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଘଟଣାରେ ଆଜି ପୋଲିସ ତିନି ଜଣଙ୍କୁ ଉଠାଇ ନେଇଛି । ବଳଙ୍ଗା ପୋଲିସ ସହିତ ସ୍ପେଶାଲ ଟିମ ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି । ଅଟକ ଥିବା…
ତାଜା ଖବର ରାଜ୍ୟ ବଳଙ୍ଗା ନାବାଳିକା ପୋଡ଼ି ମାମଲା; ପୀଡ଼ିତାଙ୍କ ପିଉସୀକୁ ଉଠାଇନେଲା ପୋଲିସ July 20, 2025 Papirani ବଳଙ୍ଗା ନାବାଳିକା ପୋଡ଼ି ମାମଲାରେ ଆକ୍ସନ୍ ମୋଡ଼ରେ ପୋଲିସ । ପୁରୀ ବଳଙ୍ଗାରେ ନାବାଳିକା ଛାତ୍ରୀଙ୍କୁ ଦୁର୍ବୃତ୍ତମାନେ ନିଆଁ ଲଗାଇ ଜାଳିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ପରେ ଏମ୍ସ ଭୁବନେଶ୍ବରରେ ଚିକିତ୍ସାଧୀନ ନାବାଳିକାର ବୟାନ ରେକର୍ଡ କରାଯାଇ ତଦନ୍ତ ଆରମ୍ଭ କରିଛି…
ରାଜ୍ୟ ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ July 19, 2025 Nirvay ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ । ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ୪୮ ଘଣ୍ଟା ଅବଜରଭେସନ୍ରେ ରହିବେ । ରକ୍ତଚାପ ମଧ୍ୟ କମ୍…
ରାଜ୍ୟ +୨ ଛାତ୍ରୀଙ୍କୁ ଜାଳିଦେବାକୁ ଉଦ୍ୟମ; ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଲେ ଉପମୁଖ୍ୟମନ୍ତ୍ରୀ July 19, 2025 Nirvay ବାବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଘଟଣାକୁ ଲୋକ ଭୁଲିନଥିବା ବେଳେ ଆଉ ଏକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି । ପୁରୀ ଜିଲ୍ଲା, ପିପିଲି ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା । +୨ ଛାତ୍ରୀଙ୍କ…
ତାଜା ଖବର ରାଜ୍ୟ ମେଘନାଦ ପାଚେରୀ ଡେଇଁ କିଛି ଯୁବକ ମନ୍ଦିର ଭିତରେ ପଶିବା ଘଟଣା; ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ July 9, 2025 Papirani ଶ୍ରୀମନ୍ଦିର ମେଘନାଦ ପାଚେରୀ ଡେଇଁ କିଛି ଯୁବକ ମନ୍ଦିର ଭିତରେ ପଶିବା ଘଟଣାରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ । ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ଜଗିଥିବା ବେଳେ ନିଳାଦ୍ରୀ…
ରାଜ୍ୟ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ July 8, 2025 Papirani ରଥ ଉପରକୁ ମୋବାଇଲ୍ ନେଇଥିବା ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ । ସିଂହଦ୍ବାର ପୋଲିସ ଷ୍ଟେସନ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ ହୋଇଥିବା ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି ରଥଯାତ୍ରା ପୂର୍ବରୁ ଏହି କଟକଣା…
ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର July 8, 2025 Papirani ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ନୂଆ ଅଳଙ୍କାର ପାଇଁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି ।ସରକାର ବ୍ୟବସ୍ଥା…
ତାଜା ଖବର ରାଜ୍ୟ ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ July 7, 2025 Papirani ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି । ଶ୍ରୀଜିଉଙ୍କୁ ଲାଗି ହେଲା ୯ଟି ହାଣ୍ଡିରେ ପଣା । ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦିରେ ପଣା ପ୍ରସ୍ତୁତ କରାଯାଇଥିଲା ପଣା । ଶ୍ରୀଜିଉଙ୍କୁ ଲାଗି ପରେ ଅଶରୀରୀଙ୍କ ତୃପ୍ତି…