Tag: Puri

ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଥିବା କହିଛନ୍ତି ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ । ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ । ରକ୍ତଚାପ ମଧ୍ୟ କମ୍‌…

+୨ ଛାତ୍ରୀଙ୍କୁ ଜାଳିଦେବାକୁ ଉଦ୍ୟମ; ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଲେ ଉପମୁଖ୍ୟମନ୍ତ୍ରୀ

ବାବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଘଟଣାକୁ ଲୋକ ଭୁଲିନଥିବା ବେଳେ ଆଉ ଏକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି । ପୁରୀ ଜିଲ୍ଲା, ପିପିଲି ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା । +୨ ଛାତ୍ରୀଙ୍କ…

ମେଘନାଦ ପାଚେରୀ ଡେଇଁ କିଛି ଯୁବକ ମନ୍ଦିର ଭିତରେ ପଶିବା ଘଟଣା; ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ଶ୍ରୀମନ୍ଦିର ମେଘନାଦ ପାଚେରୀ ଡେଇଁ କିଛି ଯୁବକ ମନ୍ଦିର ଭିତରେ ପଶିବା ଘଟଣାରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ । ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ଜଗିଥିବା ବେଳେ ନିଳାଦ୍ରୀ…

୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍

ରଥ ଉପରକୁ ମୋବାଇଲ୍‌ ନେଇଥିବା ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ । ସିଂହଦ୍ବାର ପୋଲିସ ଷ୍ଟେସନ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ ହୋଇଥିବା ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି ରଥଯାତ୍ରା ପୂର୍ବରୁ ଏହି କଟକଣା…

ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର

ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ନୂଆ ଅଳଙ୍କାର ପାଇଁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି ।ସରକାର ବ୍ୟବସ୍ଥା…

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି । ଶ୍ରୀଜିଉଙ୍କୁ ଲାଗି ହେଲା ୯ଟି ହାଣ୍ଡିରେ ପଣା । ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦିରେ ପଣା ପ୍ରସ୍ତୁତ କରାଯାଇଥିଲା ପଣା । ଶ୍ରୀଜିଉଙ୍କୁ ଲାଗି ପରେ ଅଶରୀରୀଙ୍କ ତୃପ୍ତି…

ସମ୍ପୂର୍ଣ୍ଣ ହେଲା ରତ୍ନ ଭଣ୍ଡାର ମରାମତି କାମ

ଆଜି ସମ୍ପୂର୍ଣ୍ଣ ହେଲା ରତ୍ନ ଭଣ୍ଡାର ମରାମତି କାମ । ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ରତ୍ନ ଭଣ୍ଡାରର ଉଭୟ ଭିତର ଓ ବାହାର ମରାମତି କାମ ଶେଷ ହୋଇଛି…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି

ଆଜି ରଥାରୂଢ଼ ଶ୍ରୀଜୀଉଙ୍କର ଅଧରପଣା ନୀତି । ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା । ପଣା ହାଣ୍ଡି ଭୋଗ ହେବା ପରେ ରଥ ଉପରେ ଭଙ୍ଗାଯିବାର ପରମ୍ପରା ରହିଛି । ଏହା ଅପରାହ୍ନ ୪ଟା…

ଦୁର୍ଲଭ ସୁନାବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ଆଜି ରଥାରୂଢ ଜଗତର ନାଥ ଜଗନ୍ନାଥଙ୍କର ରାଜରାଜେଶ୍ୱର ବା ସୁନାବେଶ । ଜନ୍ମବେଦୀରେ ଲୀଳା ସାରି ଚତୁର୍ଦ୍ଧାମୂର୍ତ୍ତି ଫେରିବା ପରେ ଆଜି ସୁନା ବେଶରେ ଦର୍ଶନ ଦେଇଛନ୍ତି ତିନି ଠାକୁର । ମହଣ ମହଣ ସୁନାରେ ସଜ୍ଜିତ ହେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ…

ସୁନାବେଶ ପାଇଁ ପୁରୀରେ ପ୍ରବଳ ଭିଡ଼: ସତର୍କ କଲା ପୋଲିସ

ଆଜି ରଥାରୂଢ ଜଗତର ନାଥ ଜଗନ୍ନାଥଙ୍କର ସୁନାବେଶ । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ପୁରୀରେ ଏବେଠୁ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ କରାଇଲା ଓଡ଼ିଶା ପୋଲିସ । ପୋଲିସ ଅନୁସାରେ ସହରରେ ଥିବା…