ରାଜ୍ୟ ଶେଷ ହେଲା ବାହୁଡ଼ା ଯାତ୍ରା; ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲେ ୩ ରଥ July 5, 2025 Nirvay ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି । ରାତି ପ୍ରାୟ ସାଢ଼େ ୯ଟା ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଆଡ଼ପ…
ରାଜ୍ୟ ଆଜି ବାହୁଡା ଯାତ୍ରା, ସରିଲା ପହଣ୍ଡି, ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି July 5, 2025 Nirvay ଆଜି ପବିତ୍ର ବାହୁଡ଼ା ଯାତ୍ରାରେ ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ । ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ…
ତାଜା ଖବର ରାଜ୍ୟ ପୁରୀରେ ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଜଗନ୍ନାଥ ସଂସ୍କୃତି ଗବେଷଣା କେନ୍ଦ୍ର July 4, 2025 Papirani ଲୀଳାମୟ ପ୍ରଭୁଙ୍କ ନବଦିନ ବ୍ୟାପୀ ଘୋଷଯାତ୍ରା ଜାରି ରହିଛି। ଠାକୁର ବାହୁଡିବା ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି। ସେବକ, ସେବାୟତ, କର୍ମଚାରୀ, ଅଧିକାରୀ ଏହି ବାହୁଡା ଯାତ୍ରାକୁ ସୁନ୍ଦର ସାବଲୀଳ କରିବା ପାଇଁ ସମସ୍ତେ ନିଜ ନିଜ କର୍ତ୍ତବ୍ୟ ସମର୍ପଣ ଭାବ ନେଇ…
ତାଜା ଖବର ରାଜ୍ୟ ପୁରୀ ହେବ ମହାନଗର ନିଗମ July 4, 2025 Papirani ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ନେଇ ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି ।କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି…
ତାଜା ଖବର ରାଜ୍ୟ ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ July 4, 2025 Papirani ପୁରୀର ମଙ୍ଗଳାଘାଟ ଠାରେ ଆୟୋଜିତ ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପଦ୍ମଵିଭୂଷଣ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ । ଏହି ଅବସରରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସଂସ୍କୃତି…
ତାଜା ଖବର ରାଜ୍ୟ ପୁରୀରେ ହୋଇ ନ ପାରେ ବିମାନ ବନ୍ଦର; ଆପତ୍ତି ଉଠାଇଲା କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ July 4, 2025 Papirani କିଛିଦିନ ତଳେ ଅନୁମତି ମିଳିଥିଲା ପୁରୀ ବିମାନ ବନ୍ଦରକୁ ଝଟକା । ପୁରୀରେ ହୋଇ ନ ପାରେ ବିମାନ ବନ୍ଦର । ଏ ନେଇ ଆପତ୍ତି ଉଠାଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ।ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି…
ତାଜା ଖବର ରାଜ୍ୟ ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ July 4, 2025 Papirani ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…
ରାଜ୍ୟ ପୁରୀରେ ପରିଶ୍ରା ପାଇଁ ୫୦ ଟଙ୍କା, ଶୌଚ ପାଇଁ ୮୦ ଟଙ୍କା July 2, 2025 Nirvay ପୁରୀ ରଥଯାତ୍ରା ସମୟରେ ‘ସ୍ୱଚ୍ଛ ଓଡ଼ିଶା, ବିକଶିତ ଓଡ଼ିଶା’ ଅଭିଯାନରେ ଶ୍ରଦ୍ଧାଳୁ ଏବଂ ଭକ୍ତଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଉଠା ଶୌଚାଳୟ କରିଛନ୍ତି ରାଜ୍ୟ ସରକାର । ପୁରୀରେ ଉଠା ଟଏଲେଟ ପକେଇ ସେଥିରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋଟୋ…
ରାଜ୍ୟ ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା July 1, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…
ରାଜନୀତି ରାଜ୍ୟ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ June 30, 2025 Nirvay ଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇ ତିନି ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ତାଙ୍କ କହିବା ଅନୁସାରେ, ରାଜ୍ୟ…