Tag: Puri

Rath Yatra 2026: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ

ପୁରୀରେ ରଥ ନିର୍ମାଣ କାର୍ଯ୍ୟ ବନ୍ଦ । ଶ୍ରୀମନ୍ଦିର ପ୍ରଶାସନର ନୂତନ ନିୟମକୁ ନେଇ ରଥ ନିର୍ମାଣ କାର୍ଯ୍ୟ ବନ୍ଦ ରଖିଛନ୍ତି ବିଶ୍ୱକର୍ମା ମହାରଣା । ପୂର୍ବରୁ ୪ ଫୁଟ୍‌ ତଳକୁ ଗୋଲେଇ କାଠ ଖେଇ ଭାବେ ନେଉଥିଲେ ମହାରଣା ।…

Bhoi Servitor of ‘Taladwaja’ Chariot Dies of Heart Attack: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

ପବିତ୍ର ରଥଯାତ୍ରା ପାଇଁ ପୁରୀରେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଜଣେ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ମୃତ ସେବାୟତଙ୍କ ନାମ ଧୋବା ଭୋଇ ବୋଲି ଜଣାପଡ଼ିଛି। ସେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ନିର୍ମାଣ କାମରେ ନିୟୋଜିତ ଥିଲେ।

CM Helicopter Emergency Landing in Puri: ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କଲା CMଙ୍କ ହେଲିକପ୍ଟର

ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବରରେ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର । ପାଗ ଖରାପ ହେବା ଫଳରେ ଭୁବନେଶ୍ବର ପରିବର୍ତ୍ତେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ପୁରୀର ସମଙ୍ଗ ଅସ୍ଥାୟୀ ବସ୍‌ ଷ୍ଟାଣ୍ଡରେ ଜରୁରୀକାଳୀନ ଅବତରଣ କରିଛି । ଏହା ପରେ…

Ratna Bhandar Counting: ନିଳାଦ୍ରୀ ବିଜେ ପରେ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ନିଳାଦ୍ରୀ ବିଜେ ପରେ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି । ଏ ନେଇ ଆଜି ପରିଚାଳନା କମିଟି ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେ କହିଛନ୍ତି ଆଗକୁ ସ୍ନାନଯାତ୍ରା ଓ ଘୋଷଯାତ୍ରା ଥିବାରୁ…

BRICS Meet in Puri: ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହ ‘ବିପର୍ଯ୍ୟୟ ଆଶଙ୍କା ହ୍ରାସ ଗ୍ରୁପ’ ବୈଠକର ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପବିତ୍ର ସହର ପୁରୀରେ ବ୍ରିକ୍ସ ବିପର୍ଯ୍ୟୟ ଆଶଙ୍କା ହ୍ରାସ ଗ୍ରୁପ ର ବୈଷୟିକ ବୈଠକକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିପର୍ଯ୍ୟୟ ପ୍ରତିରୋଧ, ଜଳବାୟୁ ଅନୁକୂଳ ଏବଂ ସ୍ଥାୟୀ ବିକାଶ ପ୍ରତି ଓଡ଼ିଶାର…

BRICS Summit in Puri: ଆଜିଠାରୁ ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀ

ଆଜିଠାରୁ ପୁରୀରେ ହେବ ବ୍ରିକ୍ସ ରାଷ୍ଟ୍ର ସମୂହର ଦ୍ଵିତୀୟ ବୈଷୟିକ ସମ୍ମିଳନୀ। ଆସନ୍ତା ଜୁନ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପୁରୀରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ସାମିଲ ହେବେ ୧୧ ଦେଶର ପ୍ରତିନିଧି । ବିପର୍ଯ୍ୟୟ…