Tag: Purnachandra Panda

Purnachandra Panda Passes Away: ଆଖି ବୁଜିଲେ ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡା

ବ୍ରହ୍ମପୁରର ଦିବଙ୍ଗତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ମାସେ ଧରି ଚିକିତ୍ସା ଚାଲିବା ପରେ…