ରାଜ୍ୟ ଆଜିଠୁ ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ September 13, 2025 Nirvay ‘ଆମ ବସ୍’ ଡ୍ରାଇଭର ଶନିବାର ଦିନ ଠାରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛନ୍ତି । ପ୍ରତିମାସ ୧୦ ତାରିଖ ମଧ୍ୟରେ ଦରମା ମିଳିବା କଥା । ୪୨ ଦିନ ହେବ ଦରମା ମିଳି ନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ ଆରମ୍ଭ ହୋଇଛି…