ତାଜା ଖବର ରାଜନୀତି ରାଜ୍ୟ ଇସ୍ତଫା ଦେଲେ ଦୁଇ ଅବସରପ୍ରାପ୍ତ ଆଇଏଏସ୍ June 6, 2024 Papirani ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ଏବେ ରାଜ୍ୟରେ ଖୁବ୍ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍। ସିଏମ୍ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍ ଉପଦେଷ୍ଟା…