Tag: Radha Krishna

Radha Ashtami Today: ଆଜି ପବିତ୍ର ରାଧାଷ୍ଟମୀ, ଜାଣନ୍ତୁ ମାହାତ୍ମ୍ୟ

ଆଜି ପବିତ୍ର ରାଧାଷ୍ଟମୀ, ଶ୍ରୀରାଧାଙ୍କ ଜନ୍ମ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବରେ ପାଳନ କରାଯାଏ, ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ” ଭାବରେ ପାଳନ କରାଯାଏ । ରାଧାଷ୍ଟମୀ ବ୍ରତ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଅଷ୍ଟମୀରେ ପାଳନ କରାଯାଏ…