Tag: Raid

Nuapada By-Election: ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ଘରେ ପୋଲିସ ଚଢ଼ାଉ

ନୂଆପଡ଼ା ଖରିଆର୍ ରୋଡ୍‌ରେ ରହୁଥିବା ଘରେ ପୋଲିସର ଚଢ଼ାଉ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ବରେ ଅଛନ୍ତି ପ୍ରୀତିରଞ୍ଜନ। ନୂଆପଡ଼ା ଖରିଆର୍ ରୋଡ୍ ରେ ରହୁଥିବା ଘରେ ପୋଲିସର ଚଢ଼ାଉ କରୁଛି ପୁଲିସ। ଘରେ ପ୍ରୀତିରଞ୍ଜନ ନଥିବାରୁ ପୋଲିସ ଫେରି…

ବେଆଇନ ମାଙ୍କଡ଼ା ପଥର ଖାଦାନରେ ଚଢ଼ଉ; ୩୩ଟି ଗାଡ଼ି ଜବତ

ବେଆଇନ ମାଙ୍କଡ଼ାପଥର ଖାଦାନରେ ବଡ଼ ଧରଣର ଚଢାଉ । ଆଜି ସକାଳୁ ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବେ ଖୋର୍ଦ୍ଧା ଉପକଣ୍ଠରେ ଥିବା ସରଧାପୁର ମାଙ୍କଡ଼ା ପଥର ଖଣି ଉପରେ ଚଢ଼ଉ କରାଯାଇଛି। ଏହି ଚଢ଼ାଉରେ ୨୩ଟି ୪…

ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ; ୯ ଗିରଫ

ରାଜଧାନୀର ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ । ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ ହୋଇଛି। ଏହି ଚଢାଉ ବେଳେ ୫ ହାଜର ଲିଟର ପୋଚ ସହ ୧ ହାଜର ଲିଟର ଦେଶୀ ମଦ ନଷ୍ଟ କରିଛି…

ପ୍ରମିଳା ମଲ୍ଲିକଙ୍କ ଭାଇ ଘରେ ଇଡି

ଠକେଇ ଅଭିଯୋଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଇଡିର ବଡଧରଣର ଚଢାଉ। ୨୩୧ କୋଟି ଠକେଇ ଅଭିଯୋଗରେ ପ୍ରମିଳାଙ୍କ ଭାଇ ମୃତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡିର ଚଢାଉ କରିଛି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ…

ଗୁରାପଲ୍ଲୀ ଟୋଲ ଗେଟ ନିକଟ ରୁ ୮୮ କେଜି ରୂପା ଇଟା ଓ ୫ ଲକ୍ଷ ଟଙ୍କା ଜବତ କଲା ଗଞ୍ଜାମ ପୋଲିସ

ଖଲ୍ଲିକୋଟ ପୋଲିସର ନିୟମିତ ଯାଞ୍ଚ ସମୟରେ ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲା ଗୁରାପଲ୍ଲୀ ଟୋଲ ପ୍ଲାଜା ନିକଟରେ ଏକ କାରରୁ ୮୮ କିଲୋଗ୍ରାମ ରୂପା ଇଟା ଏବଂ ନଗଦ ୫ ଲକ୍ଷ ଟଙ୍କା ଜବତ କରାଯାଇଛି।ପ୍ରାଥମିକ ସୂଚନା ଅନୁଯାୟୀ , କାରଟି…

ସମ୍ୱଲପୁର ମଣ୍ଡଳ ଜେଲ୍‌ରେ ଚଢ଼ଉ; ବ୍ୟାପକ ନିଶାଦ୍ରବ୍ୟ ଜବତ

ସମ୍ବଲପୁର ମଣ୍ଡଳ ଜେଲରେ ଶୁକ୍ରବାର ସକାଳୁ ଚଢ଼ଉ କରିଛି ପୋଲିସ। ଜେଲରେ ବ୍ୟାପକ ନିଶାଦ୍ରବ୍ୟ କାରବାର ହେଉଥିବା ଖବର ପାଇବା ପରେ ଚଢ଼ଉ ହୋଇଥିଲା। ବିଡି, ଗଂଜେଇ, ଖଇନି ତଥା ମାଦକ ଦ୍ରବ୍ୟ ଯାଞ୍ଚ ପାଇଁ ଚଢ଼ଉ ହୋଇଥିବା ବେଳେ ସ୍ଥାନୀୟ…

୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍‌

ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍‌ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ । ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ…

ଭିଜିଲାନ୍ସ ପଞ୍ଝାରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ଉ ଜାରି…

ଯାଜପୁରର ୨ ଠିକାଦାରଙ୍କ ଘରେ ଜିଏସ୍‌ଟି ରେଡ୍‌

ଯାଜପୁର ଧର୍ମଶାଳା ଜାରକା ବଜାରରେ ଆୟକର ବିଭାଗର ଚଢ଼ାଉ । ୨ ଠିକାଦାରଙ୍କ ଘରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ କରିଥିବା ସୂଚନା । ଟିକସ ଫାଙ୍କି ଅଭିଯୋଗରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ ହୋଇଛି । ଜାରକା ବଜାରରେ ଥିବା…