Tag: Raid

Odisha Vigilance Raids Bhadrak CAD Engineer: ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । କାଡା ଡିଭିଜନରେ କାର୍ଯ୍ୟରତ ଜୁନିୟର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଗୁରୁବାର ସକାଳୁ ଏକାସାଥିରେ ଚାରିଟି ସ୍ଥାନରେ ଚଢ଼ାଉ…

ED Raids In BBSR: ଭୁବନେଶ୍ୱରର ୫ଟି ସ୍ଥାନରେ କୋଲକାତା ଇଡିର ଚଢ଼ଉ

ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ କରିଛି । ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ସକାଳୁ ସକାଳୁ ବଡ଼ ଧରଣର ଚଢ଼ଉ କରାଯାଇଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ…

Cyber Fraud Raid in Jajpur: ସାଇବର ଠକେଇ ମାମଲା; ଯାଜପୁରରେ କ୍ରାଇମବ୍ରାଞ୍ଚ ରେଡ୍‌

ସାଇବର ଠକେଇ ମାମଲାରେ ଯାଜପୁରରେ କ୍ରାଇମବ୍ରାଞ୍ଚ ରେଡ୍‌। କଟକ କ୍ରାଇମବ୍ରାଞ୍ଚ ଟିମ୍‌ ଓ ଧର୍ମଶାଳା ପୋଲିସର ମିଳିତ ରେଡ୍‌ ହୋଇଛି । ଧର୍ମଶାଳା ଥାନା ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ଚଢ଼ାଉ ହୋଇଥିବା ଜଣାପଡିଛି। ଗତକାଲି ରାତି ୧୧ଟାରୁ ୩ଟା ପର୍ଯ୍ୟନ୍ତ…

Nuapada By-Election: ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ଘରେ ପୋଲିସ ଚଢ଼ାଉ

ନୂଆପଡ଼ା ଖରିଆର୍ ରୋଡ୍‌ରେ ରହୁଥିବା ଘରେ ପୋଲିସର ଚଢ଼ାଉ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ବରେ ଅଛନ୍ତି ପ୍ରୀତିରଞ୍ଜନ। ନୂଆପଡ଼ା ଖରିଆର୍ ରୋଡ୍ ରେ ରହୁଥିବା ଘରେ ପୋଲିସର ଚଢ଼ାଉ କରୁଛି ପୁଲିସ। ଘରେ ପ୍ରୀତିରଞ୍ଜନ ନଥିବାରୁ ପୋଲିସ ଫେରି…

ବେଆଇନ ମାଙ୍କଡ଼ା ପଥର ଖାଦାନରେ ଚଢ଼ଉ; ୩୩ଟି ଗାଡ଼ି ଜବତ

ବେଆଇନ ମାଙ୍କଡ଼ାପଥର ଖାଦାନରେ ବଡ଼ ଧରଣର ଚଢାଉ । ଆଜି ସକାଳୁ ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବେ ଖୋର୍ଦ୍ଧା ଉପକଣ୍ଠରେ ଥିବା ସରଧାପୁର ମାଙ୍କଡ଼ା ପଥର ଖଣି ଉପରେ ଚଢ଼ଉ କରାଯାଇଛି। ଏହି ଚଢ଼ାଉରେ ୨୩ଟି ୪…

ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ; ୯ ଗିରଫ

ରାଜଧାନୀର ସାଲିଆସାହିରେ ଅବକାରୀ ବିଭାଗର ଚଢ଼ାଉ । ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ ହୋଇଛି। ଏହି ଚଢାଉ ବେଳେ ୫ ହାଜର ଲିଟର ପୋଚ ସହ ୧ ହାଜର ଲିଟର ଦେଶୀ ମଦ ନଷ୍ଟ କରିଛି…

ପ୍ରମିଳା ମଲ୍ଲିକଙ୍କ ଭାଇ ଘରେ ଇଡି

ଠକେଇ ଅଭିଯୋଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଇଡିର ବଡଧରଣର ଚଢାଉ। ୨୩୧ କୋଟି ଠକେଇ ଅଭିଯୋଗରେ ପ୍ରମିଳାଙ୍କ ଭାଇ ମୃତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡିର ଚଢାଉ କରିଛି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ…

ଗୁରାପଲ୍ଲୀ ଟୋଲ ଗେଟ ନିକଟ ରୁ ୮୮ କେଜି ରୂପା ଇଟା ଓ ୫ ଲକ୍ଷ ଟଙ୍କା ଜବତ କଲା ଗଞ୍ଜାମ ପୋଲିସ

ଖଲ୍ଲିକୋଟ ପୋଲିସର ନିୟମିତ ଯାଞ୍ଚ ସମୟରେ ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲା ଗୁରାପଲ୍ଲୀ ଟୋଲ ପ୍ଲାଜା ନିକଟରେ ଏକ କାରରୁ ୮୮ କିଲୋଗ୍ରାମ ରୂପା ଇଟା ଏବଂ ନଗଦ ୫ ଲକ୍ଷ ଟଙ୍କା ଜବତ କରାଯାଇଛି।ପ୍ରାଥମିକ ସୂଚନା ଅନୁଯାୟୀ , କାରଟି…

ସମ୍ୱଲପୁର ମଣ୍ଡଳ ଜେଲ୍‌ରେ ଚଢ଼ଉ; ବ୍ୟାପକ ନିଶାଦ୍ରବ୍ୟ ଜବତ

ସମ୍ବଲପୁର ମଣ୍ଡଳ ଜେଲରେ ଶୁକ୍ରବାର ସକାଳୁ ଚଢ଼ଉ କରିଛି ପୋଲିସ। ଜେଲରେ ବ୍ୟାପକ ନିଶାଦ୍ରବ୍ୟ କାରବାର ହେଉଥିବା ଖବର ପାଇବା ପରେ ଚଢ଼ଉ ହୋଇଥିଲା। ବିଡି, ଗଂଜେଇ, ଖଇନି ତଥା ମାଦକ ଦ୍ରବ୍ୟ ଯାଞ୍ଚ ପାଇଁ ଚଢ଼ଉ ହୋଇଥିବା ବେଳେ ସ୍ଥାନୀୟ…

୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍‌

ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍‌ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…