ତାଜା ଖବର ରାଜ୍ୟ Odisha Rail Projects: ରେଳ ପ୍ରକଳ୍ପର ମଞ୍ଜୁରୀ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 19, 2026 Papirani ଓଡ଼ିଶାର ରେଳ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ କମିଟି ଅନ୍ ଇକୋନୋମିକ୍ ଆଫେୟାର୍ସ (CCEA) ଦ୍ୱାରା ଅନୁମୋଦିତ ଚାରୋଟି ଗୁରୁତ୍ୱପୂର୍ଣ୍ଣ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ ମଧ୍ୟରୁ ତିନୋଟି ପ୍ରକଳ୍ପ ଓଡ଼ିଶାରେ କାର୍ଯ୍ୟକାରୀ ହେବ।…