Tag: Railway Project

ହରିଦାସପୁର- ପାରାଦ୍ବୀପ ଦ୍ବିତୀୟ ରେଳ ଲାଇନ ପାଇଁ ଅଶ୍ବିନୀ ବୈଷ୍ଣବଙ୍କୁ ବୈଜୟନ୍ତ ପଣ୍ଡାଙ୍କ ଚିଠି

ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ୍‌ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପ-ସଭାପତି ଏବଂ କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା । କେନ୍ଦ୍ରାପଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଏହାର…

ଓଡ଼ିଶାକୁ ୪ ହଜାର ୩୨୪ କୋଟିର ନୂତନ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ନିଷ୍ପତ୍ତି

ଓଡ଼ିଶାର ଦୁଇ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି । ବରଗଡ ରୋଡ ଓ ନୂଆପଡା ରୋଡ ୧୩୮କିମି ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨ହଜାର ୯୨୬କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…

ଓଡ଼ିଶା ପାଇଁ ୩ଟି ରେଳ ପ୍ରକଳ୍ପକୁ କ୍ୟାବିନେଟରେ ମଞ୍ଜୁରୀ

କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ବଡ଼ ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୮ଟିରୁ ୩ଟି ପ୍ରକଳ୍ପ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପାଇଁ…