Tag: Railway projects

Union Budget 2026: ରେଳ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ଅନୁଦାନ

କେନ୍ଦ୍ର ରେଳ ବଜେଟରେ ୧୦,୯୨୮ କୋଟି ଟଙ୍କାର ବ୍ୟୟବରାଦ ସହିତ ଓଡ଼ିଶାକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ମିଳିଛି। ଓଡ଼ିଶା ପାଇଁ ବାର୍ଷିକ ହାରାହାରି ରେଳବାଇ ଆବଣ୍ଟନ ୨୦୦୯-୧୪ ମଧ୍ୟରେ ୧,୧୭୧ କୋଟିରୁ ବୃଦ୍ଧି ପାଇ ଚଳିତ ବଜେଟ୍ ଚକ୍ରରେ ୧୦,୯୨୮ କୋଟିରେ…

ଓଡ଼ିଶାର ୨ ଟି ରେଳ ପ୍ରକଳ୍ପ ସମେତ ୪ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି, ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି, ଯାହାର ମୋଟ ମୂଲ୍ୟ ପ୍ରାୟ ୧୮, ୬୫୮ କୋଟି ଟଙ୍କା । ତିନୋଟି ରାଜ୍ୟ – ମହାରାଷ୍ଟ୍ର, ଓଡ଼ିଶା ଏବଂ…

ରେଳ ବଜେଟରେ ଓଡ଼ିଶାକୁ ମିଳିଲା ୧୦,୫୯୯ କୋଟି ଟଙ୍କା

ଓଡ଼ିଶାକୁ ରେଳ ବଜେଟକୁ ନେଇ ଅଶ୍ବିନୀ ବୈଷ୍ଣବଙ୍କ ବଡ ସୂଚନା । ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍‌ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା…

ମୟୂରଭଞ୍ଜକୁ ୩ଟି ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି

୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜରେ ତିନୋଟି ନୂତନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ, ଓ ବାଦାମପାହାଡ଼-କେନ୍ଦୁଝରଗଡ଼କୁ ସଂଯୋଗ କରୁଥିବା ୩ଗୋଟି…

ରେଳ ପ୍ରକଳ୍ପ ନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ରେଳ…