Tag: railway station

Dead Body Recovered from Railway Station: ଭଦ୍ରକ ରେଲୱେ ଷ୍ଟେସନରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭଦ୍ରକ ଚରମ୍ପା ରେଳ ଷ୍ଟେସନରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ୩ ନମ୍ବର ପ୍ଲାଟଫର୍ମର ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ରେଲୱେ ପୋଲିସ…

ଭୁବନେଶ୍ବର ରେଳ ଷ୍ଟେସନରେ ୮ ଗୁଣ ବଢିଲା ପାର୍କିଂ ଫି

ରେଲୱେ ଷ୍ଟେସନର ପାର୍କିଂ ଫି ବଢ଼ାଇଲା ଯାତ୍ରୀଙ୍କ ଚିନ୍ତା। ଭୁବନେଶ୍ବର ରେଳ ଷ୍ଟେସନରେ ରାତି ଅଧିଆ ବଢ଼ିଲା ପାର୍କିଂ ଫି। ପୂର୍ବରୁ ବାଇକ୍ ପାର୍କିଂ ଫି ୨୪ ଘଣ୍ଟା ପାଇଁ ୧୨ ଟଙ୍କା ଥିବା ବେଳେ ଏବେ ତାହା ୯୪ ଟଙ୍କାରେ…

ସମସ୍ତ ରେଲୱେ ଷ୍ଟେସନରେ RPF ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ

ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ପହଲଗାମ୍‌ ଆକ୍ରମଣ ଘଟଣାକୁ ନେଇ ସବୁ ଷ୍ଟେସନ୍‌ରେ ଫ୍ଲାଗ୍‌ ମାର୍ଚ୍ଚ । ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ଜିନିଷ ଦେଖିବା ମାତ୍ରେ ତୁରନ୍ତ ଜିଆରପି କିମ୍ବା ଆରପିଏଫ୍‌କୁ ସୂଚନା ଦେବା ପାଇଁ କୁହାଯାଉଛି ।…

ବିଳମ୍ବିତ ରାତିରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା: ୧୮ ମୃତ

ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ଥିବା ରେଳ ଷ୍ଟେସନରେ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଛି। ମହାକୁମ୍ଭମେଳା ସମୟରେ ସଙ୍ଗମ ସ୍ନାନ ପାଇଁ ପ୍ରୟାଗରାଜ ଯାଉଥିବା ଭକ୍ତଙ୍କ ଏକ ବିଶାଳ ଭିଡ଼ ଯୋଗୁଁ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟି ୧୮…