Tag: Railways

New Talcher-Bimlagarh Rail Project: ତାଳଚେର-ବିମଳାଗଡ଼ ନୂତନ ବ୍ରଡ୍‌ଗେଜ୍ ରେଳପଥ ସଂକ୍ରାନ୍ତରେ ରାଜସ୍ୱ ସଚିବଙ୍କ ସମୀକ୍ଷା

ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ତାଳଚେର-ବିମଳାଗଡ଼ ନୂତନ ବ୍ରଡ୍‌ଗେଜ୍ ରେଳପଥ ପ୍ରକଳ୍ପର ଜମି ଅଧିଗ୍ରହଣ ସ୍ଥିତି, ବିଚାରାଧୀନ ମାମଲା ଏବଂ ରେଳପଥ ନିର୍ମାଣ କାର୍ଯ୍ୟରେ…

Train Fare Hike: ଡିସେମ୍ବର ୨୬ରୁ ବଢ଼ିବ ଟ୍ରେନ ଭଡ଼ା

ଭାରତୀୟ ରେଳବାଇ ରେଳ ଯାତ୍ରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି। ଡିସେମ୍ବର ୨୬ ତାରିଖରୁ ରେଳବାଇ ଭଡ଼ା ବୃଦ୍ଧି ଲାଗୁ କରିବା ସହିତ ଟ୍ରେନ୍ ଯାତ୍ରା ମହଙ୍ଗା ହେବାକୁ ଯାଉଛି। ଏହି ନିଷ୍ପତ୍ତି ଦେଶର ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ପ୍ରଭାବିତ…

ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶାର ଗଞ୍ଜାମ ଜିଲ୍ଲା, ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା ‘ଅମୃତ ଭାରତ ଏକ୍ସପ୍ରେସ’କୁ ଝାରସୁଗୁଡ଼ାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ପଲାସା, ବିଜୟନଗରମ୍,…

ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ; କେନ୍ଦ୍ର କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି ରେଳ କର୍ମଚାରୀଙ୍କୁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ ୧୮୬୫.୬୮ କୋଟି ଟଙ୍କା ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରତିବର୍ଷ ଦୁର୍ଗା ପୂଜା/ଦଶହରା ଛୁଟି…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା

ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ପଥର ମାଡ଼

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥର ମାଡ଼ ହୋଇଛି । ଶନିବାର ସକାଳ ସମୟରେ ରେଙ୍ଗାଲି ଓ ଝାରସୁଗୁଡ଼ା ଷ୍ଟେସନ ମଧ୍ୟରେ ଟ୍ରେନର ଏସି ବଗି ବି-୭ର ସିଟ୍ ନମ୍ବର ୧୫ ପାଖ ଝରକାକୁ ପଥର ମାଡ଼ ହୋଇ ଟ୍ରେନ୍ କାଚ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି

ଯାଜପୁର-ଧାମରା ପୋର୍ଟ ରେଳ ଲାଇନ୍ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି । ପ୍ରାଥମିକତା ଭିତ୍ତିରେ ରେଳ ଲାଇନ୍ ପ୍ରକଳ୍ପ ସାରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ରେଳ…