ତାଜା ଖବର ରାଜ୍ୟ Heavy Rain Alert for Odisha: ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା September 16, 2026 Papirani ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ରାଜ୍ୟରେ ଆସନ୍ତା ସପ୍ତାହ ଯାଏଁ ବର୍ଷା ଜାରି ରହିବ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ହାଲୁକାରୁ ମଧ୍ୟମ ଏବଂ କେତେକ…
ତାଜା ଖବର ରାଜ୍ୟ Heavy Rain Alert in Odisha: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨ ଦିନ ପ୍ରବଳ ବର୍ଷା ନେଇ ସତର୍କ ସୂଚନା August 31, 2026 Papirani ବଙ୍ଗୋପସାଗରରେ ସୃଷ୍ଟି ହେଲା ସୃଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ।ଭୋର ୫ଟା ୩୦ ମିନିଟ୍ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର…
ତାଜା ଖବର ରାଜ୍ୟ Heavy Rain in Odisha: ଲଘୁଚାପ ବର୍ଷାରେ ବେହାଲ ଓଡ଼ିଶା; ୩ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି August 30, 2026 Papirani ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, କେନ୍ଦୁଝର ଏବଂ…
ତାଜା ଖବର ରାଜ୍ୟ Odisha Floods: ଆଗକୁ ବର୍ଷା ନହେଲେ ଟଳିବ ବନ୍ୟା ବିପଦ: ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ August 18, 2026 Papirani ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିତି ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀଙ୍କ ଆକଳନ ଅନୁଯାୟୀ, ଆଗାମୀ ଦିନଗୁଡ଼ିକରେ ଯଦି ଅଧିକ ବର୍ଷା ନହୁଏ, ତେବେ ରାଜ୍ୟରେ ବନ୍ୟା ଜଳ କମିବା ସହ…
ତାଜା ଖବର ରାଜ୍ୟ Odisha Rain Alert: ଲଘୁଚାପ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି August 13, 2026 Papirani ଆଜି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଜାରି ରହିଥିବା ପ୍ରବଳ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।…
ତାଜା ଖବର ରାଜ୍ୟ Heavy Rainfall Alert: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ August 6, 2026 Papirani ଆଜି ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ। ଉତ୍ତର ଓଡିଶା ଉପକୂଳ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର…
ତାଜା ଖବର ରାଜ୍ୟ Aerial Survey of Flood-Affected Districts: ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ July 30, 2026 Papirani ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ଏବଂ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତି । ମନ୍ତ୍ରୀଙ୍କ ସହିତ…
ତାଜା ଖବର ରାଜ୍ୟ No rain in Odisha for next 3 days: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବର୍ଷା: ସୁରେଶ ପୂଜାରୀ July 30, 2026 Papirani ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିଅଧ୍ୟାୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ୩ ଦିନ ବର୍ଷାରୁ ମିଳିବ…
ତାଜା ଖବର ରାଜ୍ୟ Schools Closed in Khorda: ୩୧ ତାରିଖ ଯାଏଁ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି July 30, 2026 Papirani ଖୋର୍ଦ୍ଧା ଜିଲ୍ଲାରେ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍ ଛୁଟି । ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ୩୧ ତାରିଖ ଯାଏଁ ସମସ୍ତ…
ତାଜା ଖବର ରାଜ୍ୟ Flood Situation in Odisha: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ July 29, 2026 Papirani ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ଆଜି ସମ୍ପୃକ୍ତ ଅଧିକାରୀଙ୍କ ସହ ବନ୍ୟା ପରିସ୍ଥିତି ସମ୍ପର୍କରେ ଏକ ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…