Tag: rain

Cuttack Flood Alert: ବଢୁଛି ମହାନଦୀ ଜଳସ୍ତର: କଟକଣା ଜାରି କଲେ ଜିଲ୍ଲାପାଳ

ବଢୁଛି ମହାନଦୀ ଜଳସ୍ତର । ଉପର ଜଳଭଣ୍ଡାରରେ ପ୍ରବଳ ବର୍ଷା ଯୋଗୁଁ ମୁଣ୍ଡଳି ବ୍ୟାରେଜରେ ଜଳସ୍ତର ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ, ଆସନ୍ତାକାଲି ରାତି ସୁଦ୍ଧା ନଦୀ ଏହାର ସର୍ବୋଚ୍ଚ ସ୍ତରକୁ ପହଞ୍ଚିପାରେ ବୋଲି ଜଣାପଡ଼ିଛି । ମହାନଦୀରେ ବନ୍ୟା ଜଳ…

Flood Situation in Odisha: ଓଡ଼ିଶାରେ ନିୟନ୍ତ୍ରଣରେ ଅଛି ବନ୍ୟା ସ୍ଥିତି: ରାଜସ୍ବ ମନ୍ତ୍ରୀ

ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିଲେ ମଧ୍ୟ ଓଡ଼ିଶାର ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଥିବା କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ବର୍ଷା ସ୍ଥିତି ଓ ମୁକାବିଲା ନେଇ ସାମ୍ବାଦିକ ସମ୍ମିଳନୀରେ…

Flood Alert in Odisha: ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା

ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା ରହିଛି। ଏ ନେଇ ଆଜି ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ…

All Schools To Remain Shut in Jagatsinghpur: ଜଗତସିଂହପୁରରେ ଆସନ୍ତା କାଲି ସମସ୍ତ ସ୍କୁଲ ଛୁଟି

ଜଗତସିଂହପୁରରେ ଆସନ୍ତା କାଲି ସମସ୍ତ ସ୍କୁଲ ଛୁଟି । ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ଜାରି ହୋଇଥିବା ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି, ଜଗତସିଂହପୁର ଜିଲ୍ଲା ପ୍ରଶାସନ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ…

Odisha Records Excess Rainfall in July:  ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ରେକର୍ଡ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ରେକର୍ଡ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ…

Bhadrak Schools Closed: ବର୍ଷା ପାଇଁବଭଦ୍ରକରେ ସ୍କୁଲ୍‌ ଛୁଟି

ବର୍ଷା ପାଇଁ ଭଦ୍ରକରେ ସ୍କୁଲ୍‌ ଛୁଟି ଘୋଷଣା। ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ଏବଂ ଯାତାୟାତ ବାଧାପ୍ରାପ୍ତ ହେଉଥିବାରୁ…

Heavy Rain Alert in Odisha: ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ଦେଖା ଦେଇଛି । ରାଜ୍ୟରେ ଜାରି ରହିଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟରେ ୭ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ ଘୋଷଣା…

Heavy Rain in Odisha: ରାଜ୍ୟରେ ପ୍ରବଳ ବର୍ଷା; ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଜାରି ରହିଛି ବର୍ଷା। ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝଡ଼ବର୍ଷା ଯୋଗୁଁ ପ୍ରବଳ ଗୁଳୁଗୁଳି ଏବଂ ତାତିରୁ ମିଳିଛି ଆଶ୍ୱସ୍ତି । ଅନ୍ୟପଟେ କାଲି…

Kalabaisakhi Rain in Odisha: କାଳବୈଶାଖୀ ବର୍ଷାରେ ଭିଜିଲା ଟ୍ୱିନ୍ ସିଟି

ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । କାଳବୈଶାଖୀ ବର୍ଷାରେ ଭିଜିଲା ଟ୍ୱିନ୍ ସିଟି । ଆଜି ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କଟକ ଓ ଭୁବନେଶ୍ୱରର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି। ବର୍ଷା ପବନ ଯୋଗୁଁ ଗରମରୁ…

Orange Alert For Thunderstorm, Rain in Odisha: ଆଗାମୀ ତିନି ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ପାଇଁ ଅରେଞ୍ଜ ଆଲର୍ଟ ଜାରି

ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ତିନି ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ଝଡ଼ବର୍ଷା, ହାଲୁକାରୁ ମଧ୍ୟମ ବର୍ଷା ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି । ୧୦ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ପାଇଁ ଅରେଞ୍ଜ…