ତାଜା ଖବର ରାଜ୍ୟ ଆଣ୍ଡାମାନ ଛୁଇଁଲା ମୌସୁମୀ; ରାଜ୍ୟରେ ବର୍ଷା ସମ୍ଭାବନା May 13, 2025 Papirani ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଆଣ୍ଡାମାନ ସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଆଜି ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢ଼ିବ ମୌସୁମୀ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ…
ତାଜା ଖବର ରାଜ୍ୟ ମେ ୨୭ରେ କେରଳ ଛୁଇଁବ ମୌସୁମୀ ! May 10, 2025 Papirani ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ବଢିବାରେ ଲାଗିଛି । ପ୍ରବଳ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବାକୁ ଯାଉଛି ମୌସୁମୀବର୍ଷା ।ଆସନ୍ତା ମେ’୨୭ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ପୂର୍ବରୁ ମେ ୧୩ରେ ମୌସୁମୀ…
ତାଜା ଖବର ରାଜ୍ୟ ମେ’ ୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା April 27, 2025 Papirani ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ମିଳିବ ଆଶ୍ବସ୍ତି। ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ନ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ମେ’ ୧ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା…
ତାଜା ଖବର ରାଜ୍ୟ ଖରାରୁ ମିଳିବ ଆଶ୍ୱସ୍ତି; ୨୦ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା April 14, 2025 Papirani ପ୍ରଚଣ୍ଡ ଖରାରୁ ମିଳିବ ଆଶ୍ୱସ୍ତି । ପୁଣି ସତର୍କ କଲାଣି ପାଣିପାଗ ବିଭାଗ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା । ଆଗାମୀ ୨୪…
ତାଜା ଖବର ରାଜ୍ୟ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି April 7, 2025 Papirani ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହାଦ୍ବାରା ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ତ୍ରାହି । ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ…
ତାଜା ଖବର ରାଜ୍ୟ ୪୮ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା April 6, 2025 Papirani ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ, ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲରେ ଏଭଳି ସୂଚନା…
ତାଜା ଖବର ରାଜ୍ୟ କିଛି ଘଣ୍ଟା ଭିତରେ ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ April 3, 2025 Papirani ଆଗାମୀ କିଛି ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ସତର୍କ…
ତାଜା ଖବର ରାଜ୍ୟ ତାତିରୁ ମିଳିବ ଆଶ୍ବସ୍ତି; ଆଗାମୀ ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା April 2, 2025 Papirani ରାଜ୍ୟରେ କଲବଲ କରୁଥିବା ଖରା ତାତିରୁ ମିଳିବ ଆଶ୍ୱସ୍ତି। ଆଗାମୀ ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୂମାନ। ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବାରୁ ତାତିର…
ତାଜା ଖବର ରାଜ୍ୟ କାଳବୈଶାଖୀର କ୍ଷୟକ୍ଷତି ସମୀକ୍ଷା ବେଳେ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ କଲେ ଗ୍ରାମବାସୀ March 23, 2025 Papirani ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏଥିପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି କାଳବୈଶାଖୀର ସମୀକ୍ଷା କରିଛନ୍ତି । ଏହାରି ମଧ୍ୟରେ କ୍ଷୟକ୍ଷତି ଆକଳନ ପାଇଁ…
ତାଜା ଖବର ରାଜ୍ୟ ରାଜ୍ୟରେ କାଳବୈଶାଖୀ ପ୍ରଭାବ; ପ୍ରବଳ ବର୍ଷା ପାଇଁ ସତର୍କ ଜାରି March 23, 2025 Papirani କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା, ଘଡ଼ଘଡ଼ି ଜାରି ରହିଛି । ବିଭିନ୍ନ ସ୍ଥାନରେ କୁଆପଥର ସାଙ୍ଗକୁ ବର୍ଷା ଦେଖାଯାଇଛି । ତେବେ ଆଜି ବି ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ…