ତାଜା ଖବର ରାଜ୍ୟ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି March 21, 2025 Papirani ରାଜ୍ୟରେ ବଢୁଥିବା ତାପମାତ୍ରାରୁ ମିଳୁଛି ସାମାନ୍ୟ ଆଶ୍ବସ୍ତି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏପରିକି ଆଗାମୀ ୩ଦିନ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ…
ତାଜା ଖବର ରାଜ୍ୟ ରାଜ୍ୟକୁ ଆସୁଛି ବର୍ଷା; ଆଗାମୀ ୨୪ ଘଣ୍ଟା ପାଇଁ ୩ ଜିଲ୍ଲା ଜାରି ହେଲା ଅରେଞ୍ଜ ଆଲର୍ଟ February 19, 2025 Papirani ଆସନ୍ତା କାଲିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୦ରୁ ୨୩ ତାରିଖ ଯାଏ ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ନେଇ ସୂଚନା । ରାଜ୍ୟରେ ଝଡ ବର୍ଷା ସହ କୁଆପଥର ମାଡ ହେବ । କିଛି ସ୍ଥାନରେ ପ୍ରବଳରୁ ଅତି…
ତାଜା ଖବର ରାଜ୍ୟ ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା February 16, 2025 Papirani ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୯ରୁ ବର୍ଷା । ରାଜ୍ୟର କିଛି ସ୍ଥାନରୁ ୧୯ରୁ ୨୦ଯାଏଁ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବା…
ତାଜା ଖବର ରାଜ୍ୟ ପୁଣି ବର୍ଷାରେ ଭିଜିବ ରାଜ୍ୟ; ଆସୁଛି ଆଉ ଏକ ଲଘୁଚାପ ! December 27, 2024 Papirani ପୁଣି ଆସୁଛି ଆଉ ଏକ ଲଘୁଚାପ । ଜାନୁୟାରୀ ପ୍ରଥମ ସପ୍ତାହରେ ପୁଣି ଏକ ଲଘୁଚାପ ଆସୁଥିବାର ଅନୁମାନ କରାଯାଇଛି। ଏହାସହ ଆସନ୍ତା ୨୮ ଓ ୨୯ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି…
ତାଜା ଖବର ରାଜ୍ୟ ଚାଷୀଙ୍କ ଉପରେ ଦାଉ ସାଜିଲା ଅଦିନିଆ ବର୍ଷା; ଫସଲ ନଷ୍ଟ ଦେଖି ଚାଷୀ ମୃତ December 26, 2024 Papirani ଅଦିନିଆ ବର୍ଷା ଚାଷୀର ବର୍ଷକର ଭାତ ହାଣ୍ଡିକୁ ଉଜାଡି ଦେଇଛି । ପୁଷ ମାସରେ ଲଗାଣ ବର୍ଷା ହେଲେ ଚାଷୀଙ୍କ କ୍ଷେତରେ ଥିବା ଫସଲକୁ କ୍ଷତି କରାଇଛି । ଅଦିନିଆ ବର୍ଷା ଚାଷୀକୂଳକୁ ଦୁଃଖ ସାଗରରେ ଭସାଇ ଦେଇଛି । ଜମିରେ…
ତାଜା ଖବର ରାଜ୍ୟ ଦୁର୍ବଳ ହେଲା ଲଘୁଚାପ; ରାଜ୍ୟରେ କମିଲା ବର୍ଷା December 26, 2024 Papirani ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବ ଏବଂ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ପାଗ କୋହଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।…
ତାଜା ଖବର ରାଜ୍ୟ ରାଜ୍ୟରେ ଜାରି ରହିଛି ଅଦିନିଆ ବର୍ଷା; ୩ ଘଣ୍ଟା ପାଇଁ ଟ୍ବିନ୍ସିଟି ସହ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ December 25, 2024 Papirani ଆଜି ସକାଳୁ ସକାଳୁ ସାରା ରାଜ୍ୟରେ କୋହଲା ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଅଦିନିଆ ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏଥିମଧ୍ୟରେ ୩ ଘଣ୍ଟା ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ । ଟ୍ବିନ୍ସିଟି…
ତାଜା ଖବର ରାଜ୍ୟ ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା December 25, 2024 Papirani ଆଜି ସକାଳୁ ସକାଳୁ ରାଜ୍ୟରେ ହାଲୁକା ଧରଣର ବର୍ଷା ଲାଗି ରହିଛି । କୋହଲା ପାଗ ସାଙ୍ଗକୁ ବର୍ଷା ଏବେ ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢ଼େଇ ଦେଇଛି । ଆହୁରି ୨୪ ଘଣ୍ଟା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି…
ତାଜା ଖବର ରାଜ୍ୟ ଆଜିଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା December 24, 2024 Papirani ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆକଳନ କରିଛନ୍ତି ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ…
ତାଜା ଖବର ରାଜ୍ୟ କାଲିଠୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା December 23, 2024 Papirani କାଲିଠାରୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି…