ତାଜା ଖବର ଦେଶ ନେପାଳରେ ଭୀଷଣ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ: ୧୯୩ ମୃତ, ୩୦ ନିଖୋଜ September 30, 2024 Papirani ନେପାଳରରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ସୃଷ୍ଟି ହୋଇଛି। ଏହା ଫଳରେ କେତେକ ଘର ଭାଙ୍ଗି ବହିଯିବା ସହ ୧୯୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏ ପର୍ୟ୍ୟନ୍ତ ୩୦ ଜଣ ନିଖୋଜ ଅଛନ୍ତି । ୪ ଦିନ ଧରି ପ୍ରବଳ…
ତାଜା ଖବର ରାଜ୍ୟ ପାଣି ଘେରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର September 26, 2024 Papirani ଲଘୁଚାପ ପ୍ରଭାବରେ ରାଜ୍ୟର ଆଜି ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ପ୍ରବଳ ବର୍ଷା ଯୋଗୁ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ସୂର୍ଯ୍ୟ ମନ୍ଦିର ପରିସରରେ ଜମିରହିଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଏହା ଯୋଗୁ ପର୍ଯ୍ୟଟକମାନେ ଅସୁବିଧାରେ ପଡ଼ିଛନ୍ତି।…
ତାଜା ଖବର ରାଜ୍ୟ ରାଜ୍ୟରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା September 16, 2024 Papirani ରାଜ୍ୟରେ ବର୍ଷା ନେଇ ଆସନ୍ତା କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼,…
ତାଜା ଖବର ରାଜ୍ୟ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା August 22, 2024 Papirani ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଲେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।…
ତାଜା ଖବର ରାଜ୍ୟ ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ August 15, 2024 Papirani ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିଥିବା ସୃଷ୍ଟି ହେବାକୁ ଥିଲା…
ତାଜା ଖବର ରାଜ୍ୟ ମାଲକାନଗିରିରେ ଲଗାଣ ବର୍ଷା ଯୋଗୁଁ ବୁଡ଼ିଲା ପୋଲ August 3, 2024 Papirani ରାଜ୍ୟରେ ଗତ କିଛି ଦିନ ହେବ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଚାରିଆଡେ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଥିବାର ଦେଖାଯାଇଥିବା ବେଳେ ମାଲକାନଗିରି ଜିଲ୍ଲା ଦେଇ ଯାଇଥିବା ୩୨୬ ଜାତୀୟ ରାଜପଥର କାଙ୍ଗୁରକୋଣ୍ଡା ଓ ପୋଟେରୁ ବ୍ରିଜ ଉପରେ ୪…
ତାଜା ଖବର ରାଜ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା July 27, 2024 Papirani ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା…
ତାଜା ଖବର ରାଜ୍ୟ ଅବପାତ ପ୍ରଭାବରୁ ଜାରି ହେଲା ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ July 20, 2024 Papirani ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ସକାଳରେ ଅବପାତରେ ପରିଣତ ହୋଇଛି। ଅବପାତ ପ୍ରଭାବରେ ରାଜ୍ଯରେ ଜାରି ରହିଛି ପ୍ରବଳ ବର୍ଷା । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି…
ତାଜା ଖବର ରାଜ୍ୟ ବର୍ଷା ଯୋଗୁଁ ବିଚ୍ଛିନ୍ନ ହେଲା ମାଲକାନଗିରିର ବିଭିନ୍ନ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥା July 19, 2024 Papirani ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷାର ସ୍ଥିତି ଦିନ ଦିନରେ ସଂକଟାପୂର୍ଣ୍ଣ ହେବାକୁ ଲାଗିଛି । ବର୍ଷା ପାଇଁ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ସେଥିପାଇଁ ଚାଳିତବର୍ଷ ମଧ୍ୟ ଲଘୁଚାପ ବର୍ଷା ଯୋଗୁଁ ମାଲକାନଗିରିର…
ତାଜା ଖବର ରାଜ୍ୟ ଅବପାତର ରୂପ ନେଲା ଲଘୁଚାପ July 19, 2024 Papirani ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଲା ଲଘୁଚାପ । ସେଥିପାଇଁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରଲିଛି। ଏହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ରହିଛି ।…