Tag: Rainfall Forecast

Rainfall Forecast: ରାଜ୍ୟରେ ୧୫ରୁ ୧୭ ତାରିଖ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା

୧୫ରୁ ୧୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି। ୧୬ ତାରିଖରେ ଅଧିକ ରହିବ ଝଡ଼ବର୍ଷାର ପ୍ରଭାବ । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା…