ତାଜା ଖବର ରାଜ୍ୟ ‘ରଜ’ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ June 14, 2024 Papirani ଆଜିଠୁ ଆରମ୍ଭ ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ। ଆଜି ହେଉଛି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ଆଜି ଏହି ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…